ରାଜ୍ୟରୁ ସୁସ୍ଥ ହେଲେ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ହଜାର୦୧୭ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କନ୍ଧମାଳରୁ ୪ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା, ନୂଆପଡ଼ାରୁ ୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବରଗଡ଼, ବଲାଙ୍ଗୀର, ଗଜପତି, କେନ୍ଦ୍ରାପଡ଼ା ଏବଂ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ଦୁବାଇ, ବ୍ୟାଙ୍କକ୍‌କୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ବିଦେଶକୁ ଉଡ଼ିବ ଅଧିକ ବିମାନ। କିଛି ଆନ୍ତର୍ଜାତିକ ବିମାନ ଚଳାଚଳ ସଂସ୍ଥା ଏଥିପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ତେବେ ଖୁବ୍‌ଶୀଘ୍ର ଦୁବାଇ ଓ...

୨୦୨୨କୁ ଘୁଞ୍ଚିଲା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌

ପ୍ୟାରିସ୍‌,୩୧।୩ (ଏଏଫ୍‌ପି)- କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକ୍ରୀଡ଼ାକୁ ପ୍ରଭାବିତ କରିଛି। ଟୋକିଓ ଅଲିମ୍ପିକ୍ସ ଗୋଟିଏ ବର୍ଷ ଘୁଞ୍ଚିଯିବା ପରେ ଅନୁରୂପ ଭାବେ ବିଶ୍ୱ ଆଥଲେଟିକ୍ସ...

ଦ୍ୱିତୀୟ ଲହର ଡାକିଆଣିଛି ଦାରିଦ୍ର୍ୟ

ନୂଆଦିଲ୍ଲୀ, ୧୧।୫: ଦେଶରେ ଦିନକୁ ପାଖାପାଖି ୪ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହୋଇ କଲବଲ ହେଉଥିବାବେଳେ ପ୍ରାୟ ୪ ହଜାରଙ୍କ ଦୈନିକ ମୃତ୍ୟୁ ଘଟୁଛି।...

କରୋନା ସହାୟତା: ମହାବୀର ରେସିଡେନ୍ସି ପରିବାର ପକ୍ଷରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୧ ହଜାର ଲେଖାଏ ପ୍ରଦାନ

କଣ୍ଟାବାଞ୍ଜି, ୧୪।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ଥିବା ଡୁମେରଚୁଆଁ ରୋଡସ୍ଥିତ ମହାବୀର ରେସିଡେନ୍ସି ପରିବାର ତରଫରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌କୁ ୧୧ ହଜାର ଏବଂ...

ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଜଣେ ମୁଖ୍ୟଯନ୍ତ୍ରୀ, ୩ ନିର୍ବାହୀ ଯନ୍ତ୍ରୀ ଏବଂ ୨ ବିଇଓଙ୍କୁ ଚାକିରିରୁ ବିଦା କରାଯାଇଛି। ଏ...

ଭାଜପା କୃଷକ ମୋର୍ଚ୍ଚାର ନୂଆ ଜିଲା ପ୍ରଭାରୀ

ଭୁବନେଶ୍ୱର,୯ା୪ (ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ କୃଷକ ମୋର୍ଚ୍ଚା ଜିଲା ପ୍ରଭାରୀଙ୍କ ନାମ ଘୋଷଣା କରାଯାଇଛି। ଏନେଇ ରାଜ୍ୟ କୃଷକ ମୋର୍ଚ୍ଚା...

ବିଏମ୍‌ସିର ନୂତନ କୋଠାକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ବିଏମ୍‌ସିର ନୂତନ କୋଠା ଉଦ୍‌ଘାଟନ ହେବ । ପ୍ରାୟ ୭୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି...

Advertisement
Archives

Model This Week