ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୨୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ ୧୭୦, ଅନୁଗୋଳ ୧୨୬, କେନ୍ଦ୍ରାପଡ଼ା ୧୦୨, କଟକ ୧୦୦, ବଲାଙ୍ଗୀର ୯୬, ବାଲେଶ୍ୱର ୮୯, ମୟୂରଭଞ୍ଜ ୮୦, କଳାହାଣ୍ଡି ୭୬, ଜଗତ୍‌ସିଂହପୁର ୭୩, ନୂଆପଡ଼ା ୬୮, ଝାରସୁଗୁଡ଼ା ୫୫, ଢେଙ୍କାନାଳ ୪୯, ଯାଜପୁର ୪୮, ପୁରୀ ୪୭, ନବରଙ୍ଗପୁର ୪୫, ସମ୍ବଲପୁରୀ ୪୫, କନ୍ଧମାଳ ୪୨, କେନ୍ଦୁଝର ୪୨, ବରଗଡ଼ ୩୭, ସୋନପୁର ୩୭, ମାଲକାନଗିରି ୩୫, ରାୟଗଡ଼ା ୩୪, କୋରାପୁଟ ୩୩, ବୌଦ୍ଧ ୩୨, ନୟାଗଡ଼ ୩୦, ଭଦ୍ରକ ୨୫, ଗଞ୍ଜାମ ୨୦, ଗଜପତି ୫, ଦେବଗଡ଼ ୪, ଷ୍ଟେଟ ପୋଲରୁ ୪୧ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ମନ୍ଦିରରେ ବୁଡ଼ିଗଲା ବିଗ୍ରହ

ଆରଡି, ୨୭ା୮(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ବୁଧବାର ସକାଳୁ ପହୁଡ଼ ଖୋଲାଯିବା ପରେ...

୨୩ରୁ ତ୍ରୟୋଦଶ ଯୋଗିନୀ ମହୋତ୍ସବ ଅରୁଣା ମହାନ୍ତି ପାଇବେ ନୃତ୍ୟ ପ୍ରତିଭା ସମ୍ମାନ

ବାଳକାଟୀ,୩ା୧୨(ଡି.ଏନ୍‌.ଏ)- ଆସନ୍ତା ୨୩ତାରିଖରେ ତ୍ରୟୋଦଶ ଯୋଗିନୀ ମହୋତ୍ସବ ରାଜଧାନୀ ଉପକଣ୍ଠ ପ୍ରସିଦ୍ଧ ତନ୍ତ୍ରପୀଠ ବାଳକାଟୀର ମହାମୟୀ ଚଉଷଠି ଯୋଗିନୀଙ୍କ ମନ୍ଦିର ପ୍ରାଙ୍ଗଣରେ ୩ଦିନ ଧରି ଅନୁଷ୍ଠିତ...

ଡ୍ୟାମପଡ଼ାକୁ ନାହିଁ ବିଦ୍ୟୁତ୍‌ ସଂଯୋଗ: ଅନ୍ଧାରରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌,୭ା୧୦:ବିକାଶର ସ୍ଲୋଗାନ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। କିନ୍ତୁ ଏଭଳି ଅନେକ ଗ୍ରାମ ଆଜି ବି...

CORONAVIRUS UPDATE: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୭୧୮ ପଜିଟିଭ୍‌ ଚିହ୍ନଟ, ୧୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭ା୭(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୭୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଥିବା...

ପଖାଳକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳୁ

କଟକ ଅଫିସ,୨୦ା୩: ଓଡ଼ିଶାର ପାରମ୍ପରିକ ଖାଦ୍ୟ କହିଲେ ପଖାଳକୁ ବୁଝାଏ। ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ସୋମବାର ବିଶ୍ୱରେ ଥିବା ଓଡ଼ିଆମାନେ ପଖାଳ ଦିବସ...

ଟିକା ନେଲେନି, କଳାବ୍ୟାଜ୍‌ ପିନ୍ଧିଲେ ସ୍ବାସ୍ଥ୍ୟକର୍ମୀ

ଭବାନୀପାଟଣା,୨୨।୧: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ଟିକାକରଣର ଶୁଭାରମ୍ଭ ହୋଇଛି। ସ୍ବାସ୍ଥ୍ୟକର୍ମୀମାନେ କାର୍ଯ୍ୟକ୍ରମରେ କଳାବ୍ୟାଜ୍‌ ପିନ୍ଧି ସହଯୋଗ କରିଥିଲେ ମଧ୍ୟ ଟିକା...

ଉପ ଶାସନ ସଚିବଙ୍କୁ ସିଧା ଫାଇଲ ଦେବେ ଏଏସ୍‌ଓ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସହକାରୀ ଉପବିଭାଗ ଅଧିକାରୀ(ଏଏସ୍‌ଓ) ଫାଇଲ କାର୍ଯ୍ୟ ସମାପ୍ତ କରି ଉପବିଭାଗ ଅଧିକାରୀ(ଏସ୍‌ଓ) ଏବଂ ଡେସ୍କ ଅଫିସର(ଡିଓ)ଙ୍କୁ ଦାଖଲ କରିବେ ନାହିଁ। ଏଏସ୍‌ଓମାନେ...

କରୋନା ମୃତ୍ୟୁ ଛୁଇଁଲା ୪ ଲକ୍ଷ: ୬୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୬୯ ଲକ୍ଷ...

Advertisement
Archives

Model This Week