ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୨୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ ୧୭୦, ଅନୁଗୋଳ ୧୨୬, କେନ୍ଦ୍ରାପଡ଼ା ୧୦୨, କଟକ ୧୦୦, ବଲାଙ୍ଗୀର ୯୬, ବାଲେଶ୍ୱର ୮୯, ମୟୂରଭଞ୍ଜ ୮୦, କଳାହାଣ୍ଡି ୭୬, ଜଗତ୍‌ସିଂହପୁର ୭୩, ନୂଆପଡ଼ା ୬୮, ଝାରସୁଗୁଡ଼ା ୫୫, ଢେଙ୍କାନାଳ ୪୯, ଯାଜପୁର ୪୮, ପୁରୀ ୪୭, ନବରଙ୍ଗପୁର ୪୫, ସମ୍ବଲପୁରୀ ୪୫, କନ୍ଧମାଳ ୪୨, କେନ୍ଦୁଝର ୪୨, ବରଗଡ଼ ୩୭, ସୋନପୁର ୩୭, ମାଲକାନଗିରି ୩୫, ରାୟଗଡ଼ା ୩୪, କୋରାପୁଟ ୩୩, ବୌଦ୍ଧ ୩୨, ନୟାଗଡ଼ ୩୦, ଭଦ୍ରକ ୨୫, ଗଞ୍ଜାମ ୨୦, ଗଜପତି ୫, ଦେବଗଡ଼ ୪, ଷ୍ଟେଟ ପୋଲରୁ ୪୧ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇପାରିଲେନି ପୁଅ: ଭିଡିଓ କଲିଂରେ କଲେ ଅନ୍ତିମ ଦର୍ଶନ

ଭୁବନେଶ୍ୱର,୨୪।୪ (ବ୍ୟୁରୋ): କରୋନା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଭଳି ସମୟରେ ରାଜଧାନୀ ଭୁବନେଶ୍ୱର ୟୁନିଟ-୧ରେ ଏକ ହୃଦୟ ବିଦାୟକ ଦୃଶ୍ୟ ଦେଖିବାକୁ ମିଳିଛି।...

ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍‌ରେ ଯୁବକଙ୍କୁ ୨ ଡୋଜ୍‌ ଟିକା ଦେଲେ ନର୍ସିଂ ଷ୍ଟାଫ୍‌…

ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍‌...

କ୍ରୀଡ଼ାବିତ୍‌ଙ୍କ ସହଯୋଗ ଲୋଡ଼ିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୪ା୪ (ପି.ଟି.)-ଦେଶରେ କୋଭିଡ୍‌-୧୯ ମହାମାରୀର ପ୍ରକୋପ କ୍ରମେ ବୃଦ୍ଧି ପାଉଛି। ଏଥିଲାଗି ସଚେତନତା ଅଭିଯାନରେ ସାମିଲ ହେବା ଲାଗି ଦେଶର ପ୍ରମୁଖ କ୍ରୀଡ଼ାବିତ୍‌ଙ୍କ ସହଯୋଗ...

ବାଙ୍କୀ ଡବଲ ମର୍ଡର ଘଟଣା: ଜଣେ ଗିରଫ

ବାଙ୍କୀ,୧୮।୩(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଜୋକଲାଞ୍ଜିଠାରେ ହୋଇଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଗିରଫ କରିଛି...

ପିପିଲି ଉପନିର୍ବାଚନ: ବିଶ୍ୱକେଶନ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଶେଷରେ କଂଗ୍ରେସ ଘୋଷଣା କରିଛି ପ୍ରାର୍ଥୀଙ୍କ ନାମ। ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ନାମ ଉପରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)...

ମହିଳା କଏଦୀ ବିକିବେ ଖାଦ୍ୟସାମଗ୍ରୀ

ଭୁବନେଶ୍ୱର,୨।୧(ବ୍ୟୁରୋ): ଝାରପଡା ସ୍ବତନ୍ତ୍ର ଜେଲରେ ରହୁଥିବା ବିଚାରାଧୀନ ମହିଳା କଏଦୀମାନେ ବିଭିନ୍ନ ଖାଦ୍ୟସାମଗ୍ରୀ ପ୍ରସ୍ତୁତ କରୁଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ହଳଦୀ, ଅଟା, ବେସନ ଓ ମୁଢ଼ି...

ଆମ ମନ୍ଦିର ଐତିହ୍ୟର ସ୍ମାରକୀ

ଓଡ଼ିଆ ଜାତିର ଏଇ ଦୁର୍ଦ୍ଦିନ ବେଳେ ଆମ ଲୁଣ୍ଠିତ ଧନରେ ହେଉଡ଼ି ମାରୁଥିବା ମାନନୀୟମାନେ ଆମ ସାଂସ୍କୃତିକ ପରମ୍ପରା ମୂଳରେ ଚୋଟ ମାରି ଚାଲିଲେ। ଆମେ...

ଆରୋଗ୍ୟ ସେତୁ ଆପ୍‌ ଉପରେ ପାକିସ୍ତାନ ହ୍ୟାକରର ନଜର

ମୁମ୍ବାଇ,୧୦।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟ ଜଟିଳ ପରିସ୍ଥିତିରେ ପହଞ୍ଚିଛି। ଏହାକୁ ରୋକିବାକୁ ବିଭିନ୍ନ ଦେଶ ନିଜ ପକ୍ଷରୁ ଯଥାସମ୍ଭବ ଉଦ୍ୟମ ଚଳାଇଛନ୍ତି।...

Advertisement


Archives

Model This Week