ଓଡିଶାରେ ପହଞ୍ଚିଲା ଆଉ ୨୦ହଜାର ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌

ଭୁବନେଶ୍ୱର,୮।୭(ବ୍ୟୁରୋ)-ଓଡ଼ିଶାରେ ଆଉ ୨୦ହଜାର ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌ ବୁଧବାର ଆସି ପହଞ୍ଚତ୍ଛି। ଏହାକୁ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି)ରେ ରଖାଯାଇଛି। ସେଠାରୁ ରାଜ୍ୟର ସମସ୍ତ ଜିଲା ଚିକିତ୍ସାଳୟ ଓ ମେଡିକାଲ କଲେଜକୁ ପଠାଯିବ। କଟକ ଏସ୍‌ସିବିକୁ ୧,୫୦୦ ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌ ପଠାଯିବ ଏବଂ ଅନ୍ୟ ୫ଟି ମେଡିକାଲ କଲେଜକୁ ୧,୦୦୦ ଲେଖାଏ କିଟ୍‌ ଯିବ। ରାଜ୍ୟରେ କରୋନରେ ସର୍ବାଧିକ ପ୍ରଭାବିତ ହୋଇଥିବା ଗଞ୍ଜାମ ଜିଲାକୁ ୩ହଜାର ଆଣ୍ଟିଜେନ୍‌ କିଟ୍‌ ପଠାଯିବ। ସେହିପରି ଗଜପତିକୁ ୫୦୦ ଓ କଟକ ଆଚାର୍ଯ୍ୟ ହରିହର ରିଜିଓନାଲ କ୍ୟାନସର ସେଣ୍ଟରକୁ ୫୦୦ କିଟ୍‌ ପଠାଯିବ। ରାଜ୍ୟର ସମସ୍ତ ଜିଲା ଚିକିତ୍ସାଳୟକୁ ୧୫୦ ଲେଖାଏ କିଟ୍‌ ପଠାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?