CORONAVIRUS UPDATE: ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୨୧୭ ଆକ୍ରାନ୍ତ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬,୭୦୩କୁ ବୃଦ୍ଧି

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଆଉ ୨୧୭ କରେନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୮ଜଣ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୂରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮, ମାଲକାନଗିରିରୁ ୭, ଯାଜପୁରରୁ ୬, ଅନୁଗୋଳ-କଟକରୁ ୫, ଢ଼େଙ୍କାନାଳ-ପୁରୀରୁ ୪ଲେଖାଏ, ଜଗତସିଂହପୁରରୁ ୩, କେନ୍ଦ୍ରାପଡ଼ା ଓ ସୋନପୁରରୁ ୨ ଜଣ ଲେଖାଏ, ବଲାଙ୍ଗୀରରୁ ଜଣେ ଅଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂତନ ଆରୋଗ୍ୟ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬୭୦୩କୁ ବୃଦ୍ଧି ପାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri