ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୧୮ ଜଣ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ୧୨ଲକ୍ଷ ୮୦ହଜାର ୭୫୦ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୮୦ ଜଣ, କଟକରୁ ୩୮ ଜଣ, ସୁନ୍ଦରଗଡ଼ରୁ ୩୦,ପୁରୀରୁ ୧୪,ନୂଆପଡ଼ାରୁ ୧୧, ବାଲେଶ୍ୱରରୁ ୮, ସମ୍ବଲପୁରରୁ ୪, ଢେଙ୍କାନାଳରୁ ୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଗତ୍‌ସିଂପୁର, ଯାଜପୁର ଏବଂ ସୋନପୁରୁ ୨ ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ ମୟୁରଭଞ୍ଜରୁ ଜଣେ ସୁସ୍ଥ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବେଡ୍‌ରୁମ୍‌ରେ ପଶି ଫଟୋ ଉଠାଇଲେ ୨ ଅଜଣା ଯୁବକ, ପୋଲିସକୁ ସୁରକ୍ଷା ମାଗିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଚର୍ଚ୍ଚିତ ଯୋଡି ମଧ୍ୟରେ ଅନ୍ୟତମ ହେଉଛି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ...

ମା’ଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୁଷୋତ୍ତମପୁର,୧୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କର ଚୈତ୍ର ଯାତ୍ରା ଚାଲିଛି। ତେବେ ଆଜି ମା’ଙ୍କ ଶେଷ ପାଳି। ଏହି ଅବସରରେ ମଙ୍ଗଳବାର ୫-ଟି...

ଟିକାକରଣକୁ ଅଧିକ ତ୍ୱରାନିତ କରିବାକୁ ପରାମର୍ଶ

ଭୁବନେଶ୍ବର,୫।୧୧(ବ୍ୟୁରୋ): ଅନ୍ୟ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟରେ ଟୀକାକରଣକୁ ଅଧିକ ତ୍ୱରାନିତ କରାଯାଉଛି । ୨ ଡୋଜ ଟିକା ନେଲା ପରେ ବି କୋଭିଡ...

‘ଜୱାଦ’ କ୍ଷତିଗ୍ରସ୍ତଙ୍କୁ ୫୦୭ କୋଟି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାତ୍ୟା ‘ଜୱାଦ’ ଦ୍ବାରା ଗତ ୪ ଓ ୫ ତାରିଖରେ ହୋଇଥିବା ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି...

ସାମୁଦ୍ରିକ ମାଛ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସମୁଦ୍ର ଉପକୂଳରେ ଟ୍ରଲର ଦ୍ବାରା ମାଛ ବାସସ୍ଥାନ ପ୍ରଭାବିତ ହେବା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର...

ପିଆଜ ଦର ଏବେ ଆକାଶଛୁଆଁ: ପୁରୁଣା ବାଲୁକାକଳାରେ ସ୍ଥିତିକୁ ଦର୍ଶାଇଲେ ସୁଦର୍ଶନ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ପିଆଜଦର ଏବେ ଆକାଶଛୁଆଁ ହୋଇଥିବା ବେଳେ ହାଣ୍ଡିଶାଳରୁ ଆରମ୍ଭ କରି ହୋଟେଲ ପର୍ଯ୍ୟନ୍ତ ପିଆଜ ଉଭାନ ହୋଇଯାଇଛି। ଏବେ ଖୁଚୁରା ବଜାରରେ କେଜି ପିଛା...

ସୁନା, ଟଙ୍କା ଚୋରି ବେଳେ ଜେଜେଙ୍କୁ ହତ୍ୟା, ଗୃହଦାହ: ନାତି ଗିରଫ

ନିଶ୍ଚିନ୍ତକୋଇଲି,୧୦।୧୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଲେଣ୍ଡୁରା ଭଗବାନପୁର ଗାଁରେ ଘଟିଥିବା ଏକ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଟଙ୍କା ଏବଂ...

ଭୁବନ ଥାନାରେ ପଶିଲା କରୋନା : ୮ କର୍ମଚାରୀ ପଜିଟିଭ ଚିହ୍ନଟ

ଭୁବନ,୧୨।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ଭୁବନ ଥାନାର ୮ ଜଣ କର୍ମଚାରୀ ଶନିବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ଜଣେ କନେଷ୍ଟବଳ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ଥାନାର...

Advertisement
Archives

Model This Week