ଭୁବନେଶ୍ୱରରୁ ଆଜି ପୁଣି ୨୨ ପଜିିଟିଭ୍‌ ଚିହ୍ନଟ: ୩୩ ସୁସ୍ଥ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୫୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୧୦୨୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୩୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପୀ ଅଣଦେଖା

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟ ଶିଳ୍ପୀ ମହାସଂଘ ପକ୍ଷରୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ କାରିଗର...

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌

ସମ୍ବଲପୁର,୧୬।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌ ଶୁକ୍ରବାର ବନ୍ଦ କରିଦିଆଯାଇଛି। ଏବେ  ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା...

କମିଶନରେଟ ପୋଲିସ ସହ ବସ୍‌ ମାଲିକଙ୍କ ବୈଠକ: ଓଭରବ୍ରିଜ ଉପରେ ହିଁ ଯିବ ଦୂରଗାମୀ ବସ୍‌

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜଧାନୀରେ ଟ୍ରାଫିକ ସମସ୍ୟା ଦୂର କରିବାକୁ ଦୂରଗାମୀ ବସ୍‌କୁ ଓଭରବ୍ରିଜ୍‌ ତଳେ ନ ଯିବାକୁ ପୋଲିସ କମିଶନର ନିର୍ଦ୍ଦେଶ ରହିଥିଲା। ଯେଉଁମାନେ ନିୟମ ଭାଙ୍ଗି...

ଆବଶ୍ୟକ ପଡ଼ିଲେ ଲାଗିବ କର୍ଫ୍ୟୁ: ଲକ୍‌ଡାଉନ୍‌କୁ ମାନୁ ନାହାନ୍ତି ଜନତା

ଯାଜପୁର ଅପିସ,୨୬ା୩: କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା ପରେ ଯାଜପୁର ଜିଲାରେ ବହିରାଗତଙ୍କ ସଂଖ୍ୟା ପ୍ରାୟ ୨ ହଜାର ହୋଇଛି।...

ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୨୨: ଅଧିକାଂଶ ଯୁବତୀ ଯୁବକ

ଇସ୍‌ଲାମାବାଦ,୨୬।୩: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ । ଏବେ ସୁଦ୍ଧା କରୋନା ଭାଇରସରେ ପ୍ରାୟ ୧୯୫ ଦେଶକୁ ବ୍ୟାପିଥିବା ଖବର ମିଳିଥିବା...

ମୁଲତବୀ ଆଲୋଚନା ଏଣିକି ୯୫ ମିନିଟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭାରେ ମୁଲତବୀ ପ୍ରସ୍ତାବ ଆଲୋଚନା ପାଇଁ ସମୟ ନିର୍ଘଣ୍ଟ ପbନଃନିର୍ଦ୍ଧାରଣ ହୋଇଛି। ୯୦ମିନିଟ୍‌ ପରିବର୍ତ୍ତେ ଏଣିକି ମୁଲତବୀ ଆଲୋଚନା ୯୫ ମିନିଟ କରିବାକୁ ବାଚସ୍ପତି...

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା: ୨୪ ଘଣ୍ଟାରେ ୩,୮୭୪ ମୃତ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌...

ଅଭିନେତା ବଦ୍ରି ନାରାୟଣ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ବରିଷ୍ଠ ଚଳଚ୍ଚିତ୍ର, ଟିଭି, ବେତାର ଓ ମଞ୍ଚ ଅଭିନେତା, ନିର୍ଦ୍ଦେଶକ ତଥା ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପୁରସ୍କାର ବିଜେତା ଅଭିନେତା ବଦ୍ରି ନାରାୟଣ...

Advertisement
Archives

Model This Week