ଏସ୍‌ସିବିରୁ ଚିହ୍ନଟ ହେଲେ ଆଉ ୨୪ ପଜିଟିଭ

କଟକ ଅଫିସ,୨୬ା୮- ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ବୁଧବାର ଆଉ ୨୪ ଜଣ ପଜିଟିଭ ଚିହ୍ନଟ ହୋଇନ୍ତି। ସେହିପରି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏସ୍‌ସିବିର ଡେଣ୍ଟାଲ ବିଭାଗରୁ ଜଣେ ଆସିଷ୍ଟାଣ୍ଟ ପ୍ରଫେସର ଓ ଅନ୍ୟ ଜଣେ ପିଜି ଡାକ୍ତରୀ ଛାତ୍ର କରୋନା ସଂକ୍ରମିତ ହୋଇଛନ୍ତି। ସେହିପରି ସର୍ଜରୀ ବିଭାଗରୁ ଦୁଇ ଜଣ ପିଜି ଛାତ୍ର କରୋନା ଭୂତାଣୁର ଶିକାର ହୋଇଥିବାବେଳେ ଆଇସୋଲେଶନ ୱାର୍ଡରୁ ୨୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri