ଏସ୍‌ସିବିରୁ ଚିହ୍ନଟ ହେଲେ ଆଉ ୨୪ ପଜିଟିଭ

କଟକ ଅଫିସ,୨୬ା୮- ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ବୁଧବାର ଆଉ ୨୪ ଜଣ ପଜିଟିଭ ଚିହ୍ନଟ ହୋଇନ୍ତି। ସେହିପରି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏସ୍‌ସିବିର ଡେଣ୍ଟାଲ ବିଭାଗରୁ ଜଣେ ଆସିଷ୍ଟାଣ୍ଟ ପ୍ରଫେସର ଓ ଅନ୍ୟ ଜଣେ ପିଜି ଡାକ୍ତରୀ ଛାତ୍ର କରୋନା ସଂକ୍ରମିତ ହୋଇଛନ୍ତି। ସେହିପରି ସର୍ଜରୀ ବିଭାଗରୁ ଦୁଇ ଜଣ ପିଜି ଛାତ୍ର କରୋନା ଭୂତାଣୁର ଶିକାର ହୋଇଥିବାବେଳେ ଆଇସୋଲେଶନ ୱାର୍ଡରୁ ୨୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୪ା୮ (କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ହନିଟ୍ରାପ ଓ ବେଆଇନ ଅର୍ଥ କାରବାର ମାମଲାର ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ଜାମିନ ଆବେଦନର ରାୟ ସଂରକ୍ଷିତ...

ହକି ବିଶ୍ୱକପ୍‌ ପାଇଁ ୪ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୩ା୧(ବ୍ୟୁରୋ):ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଏହି ବିଶ୍ୱ...

ଆଜି ଶିଖରଚଣ୍ଡୀ ପରିଦର୍ଶନ କରିବେ ଏନ୍‌ଜିଟି ପ୍ରତିନିଧି

ଭୁବନେଶ୍ୱର, ୨୪।୬ (ବନ୍ଦନା ସେଠୀ): ଶିଖରଚଣ୍ଡୀ ପାହାଡ଼ରେ ନିର୍ମାଣ ହେବାକୁ ଥିବା ପାନୀୟ ଜଳ ସଂରକ୍ଷଣ ପ୍ରକଳ୍ପକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏହି ପ୍ରକଳ୍ପ...

ଶୋଇଥିବା ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକିନେଇ କଚାଡ଼ି ମାରିଲା ଦନ୍ତା

ଖମାର,୧୬ା୬(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଳଲହଡ଼ା ଥାନା ପାଲଲହଡ଼ା ବନାଞ୍ଚଳ ଅନ୍ତର୍ଗତ ପେଚାମୁଣ୍ଡି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଯୁବକକୁ...

ଟିକା ନେବାପରେ ବାପାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆଣିଲେ ପୁଅ

ନବରଙ୍ଗପୁର/ଡାବୁଗାଁ/ପାପଡ଼ାହାଣ୍ଡି,୩।୪: କରୋନା ଟିକା ନେଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ପାପଡ଼ାହାଣ୍ଡି ବ୍ଲକ ହାତୀବେଢ଼ା...

ସୁନ୍ଦରଗଡ଼: ଟ୍ରେନ୍‌ ଧକ୍କାରେ ୨ ହାତୀ ମୃତ

ରାଉରକେଲା ଅଫିସ,୪।୨: ସୁନ୍ଦରଗଡ଼ ଜିଲା ବିଶ୍ରା ବନ ବିଭାଗ ଅଧୀନ ମହିପାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ଟ୍ରେନ୍‌ ଧକ୍କାରେ ଦୁଇଟି ହାତୀଙ୍କ ମୃତ୍ୟୁ ହୋଇଛି।...

କୋଭିଡ୍‌ ହସ୍ପିଟାଲର ୨ ନର୍ସଙ୍କୁ କରୋନା

କଟକ ଅଫିସ,୪ା୭-ଦୁଇ ମାସରୁ ଅଧିକ ସମୟ ହେବ କଟକର ଏକ କୋଭିଡ୍‌ ହସ୍ପିଟାଲରେ କାମ କରୁଥିବା ୨ଜଣ ନର୍ସ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି।...

ଟିଟୋ ଗ୍ୟାଙ୍ଗ୍‌ର ୪ ଗିରଫ

କଟକ ଅଫିସ,୨୮।୭: ଟିଟୋ ଗ୍ୟାଙ୍ଗ୍‌ ସହ ସମ୍ପୃକ୍ତ ଥିବା ୪ ଜଣ କୁଖ୍ୟାତ ଅଭିଯୁକ୍ତଙ୍କୁ ଚାଉଳିଆଗଞ୍ଜ ଥାନା ପୋଲିସ ଗିରଫ କରିଛି। ଡକାୟତି ପାଇଁ ଯୋଜନା...

Advertisement
Archives

Model This Week