ରାଜ୍ୟରେ ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୬।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୭୩ ଜଣ ଥିବାବେଳେ ଗଜପତିରୁ ୪୯, ଜଗତସିଂହପୁରରୁ ୨୫, ରାୟଗଡାରୁ ୧୬, କଟକରୁ ୧୫, ବରଗଡରୁ୧୪, ଖୋର୍ଦ୍ଧାରୁ ୧୩, ଭଦ୍ରକରୁ୧୨, ପୁରୀରୁ ୧୨, କେନ୍ଦ୍ରାପଡାରୁ ୮ ଜଣ ରହିଛନ୍ତି। ସେହିପରି ଯାଜପୁର ଓ ସୁନ୍ଦରଗଡରୁ ୪, ଅନୁଗୋଳ, ବାଲେଶ୍ୱର, ନୟାଗଡ ଏବଂ ନବରଙ୍ଗପୁରରୁ ୩ଜଣ ଲେଖାଏଁ ରହିଛନ୍ତି। ଠିକ ସେହିପରି ବୌଦ୍ଧ, ଝାରସୁଗୁଡା, କଳାହାଣ୍ଡି, କୋରାପୁଟ ଏବଂ ମୟୁରଭଞ୍ଜ ଜିଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୬୪୮୬ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?