କରୋନା ଆଁରେ ରାଜଧାନୀ: ଆଉ ୨୪୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-କରୋନା ଆଁରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୭ କ୍ୱାରାଣ୍ଟାଇନରେ  ଥିବାବେଳେ ୪୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବିଜେବି ନଗର ମହିଷାଖାଲ ବସ୍ତିରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳ ଏକ ଘରୋଇ ହସ୍ପିଟାଲର ୨୭କର୍ମଚାରୀ ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୟାପଲ୍ଲୀ ସୀତାପୁର ବସ୍ତିରରୁ ୨୦, ଲକ୍ଷ୍ମୀବିହାରରୁ ୬, ନୟାପଲ୍ଲୀ ତ୍ରିନାଥ ବସ୍ତିରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ନୟାପଲ୍ଲୀ ଗାନ୍ଧିବସ୍ତିରୁ ୬, ୟୁନିଟ-୩ ମାଳି କଲୋନୀରୁ ୫, ପାଣ୍ଡରା ଜିଜିପି କଲୋନୀରୁ ୫, ଲକ୍ଷ୍ମୀସାଗରରୁ ୫, ନୂଆପଲ୍ଲୀ କ୍ରିଷ୍ଣାବଳରାମ ବିହାରରୁ ୪, ୟୁନିଟ-୧ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଠିକ୍‌ ସେହିପରି ଆଇଆରସି ଭିଲେଜର ୨ଟି ଜାଗାରୁ ୬, ସାଲିଆସାହିରୁ ୩, ନୟାପଲ୍ଲୀରୁ ୩, ରାଜମହଲ ଛକ ନିକଟ ନିର୍ମାଣ ସଂସ୍ଥାର ୪ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍କନ ରଥଯାତ୍ରା ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା: ୟୁନିଟ୍-୮ରୁ ସିଆରପି ଛକ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୨।୭: ରାଜଧାନୀ ଭୁବନେଶ୍ୱରରେ ଇସ୍କନ ପକ୍ଷରୁ ଆୟୋଜିତ ହେବାକୁ ଥିବା ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଭୁବନେଶ୍ୱର କମିଶନରେଟ୍ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍‌…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri