ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୪୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, କଟକରୁ ୮ଜଣ, ଝାରସୁଗୁଡାରୁ ୬ଜଣ, ସୁନ୍ଦରଗଡ଼ରୁ ୩ ଜଣ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ମଦ ନେଲା ମହିଳାଙ୍କ ଜୀବନ

ପାଟଣା,୭।୧୨(ସ୍ବ.ପ୍ର.): ବିଷାକ୍ତ ମଦ ପିଇ କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ କୁଠାଘର କୁଦରସାହିର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସେ...

କରୋନା ଯୋଦ୍ଧାଙ୍କ ଉପରେ ସଙ୍କଟ: ସେନାଠାରୁ ପୋଲିସ ପର୍ଯ୍ୟନ୍ତ ସବୁଠାରେ ବଢୁଛି ସଂକ୍ରମଣ; ଦିଲ୍ଲୀର ୯ ସିଆର୍‌ପିଏଫ୍‌ ଯବାନ ପଜିଟିଭ୍‌

ନୂଆଦିଲ୍ଲୀ,୨୫।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରିଛନ୍ତି। ଲକ୍‌...

ଶେଷ ପର୍ଯ୍ୟାୟରେ ଯଖପୁରା-ଜରୋଲି ରେଳ ପ୍ରକଳ୍ପ ନିର୍ମାଣ

ଯାଜପୁର ଅଫିସ, ୨୨ା୧୦: ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ, ଗଛ ସଂଖ୍ୟା ନିରୂପଣ, ଗଛକଟା ବାବଦ କ୍ଷତିପୂରଣ, ଏଫ୍‌ଆର୍‌ଏ (ଫରେଷ୍ଟ ରାଇଟ୍‌ ଆକ୍ଟ) ସାର୍ଟିଫିକେଟ,...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୭।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି...

୬୫% ବୟସ୍କଙ୍କ ଜୀବିକା ପ୍ରଭାବିତ

ନୂଆଦିଲ୍ଲୀ,୧୬ା୬(ପି.ଟି.): କରୋନାଜନିତ ଲକ୍‌ଡାଉନ ଯୋଗୁ ୬୫ ପ୍ରତିଶତ ବୟସ୍କ ବ୍ୟକ୍ତିଙ୍କ ଜୀବିକା ପ୍ରଭାବିତ ହୋଇଛି। ଏହି ସମୟରେ ସେମାନେ କାମଧନ୍ଦା ହରାଇଛନ୍ତି କିମ୍ବା ସେମାନଙ୍କୁ ମିଳୁଥିବା...

ବିବାହର ୧୮ ଦିନ ପରେ ବି ବିଦା ହୋଇପାରୁନି ଝିଅ

ଅଲିଗଡ,୧୪।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁ ଲୋକଙ୍କୁ...

ଇଟାଲୀରେ ଲକ୍‌ଡାଉନ୍‌ ଅବଧି ମେ’ ୩କୁ ବୃଦ୍ଧି

ରୋମ,୧୧।୪: ଇଟାଲୀରେ କରୋନା ଭାଇରସ୍‌ ବେଲଗାମ୍‌ ହୋଇପଡ଼ିଛି। ଦିନକୁ ଦିନ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇଟାଲୀରେ ଏପର୍ଯ୍ୟନ୍ତ କରୋନାରେ...

ସରକାରଙ୍କଠାରୁ ସହଯୋଗ ଲୋଡ଼ିଲା ସିଆଇଆଇ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ହ୍ରାସ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅର୍ଥନେତିକ ଗତିବିଧି ବହୁଳ ଭାବେ ପ୍ରଭାବିତ ହୋଇଛି। ତେଣୁ...

Advertisement
Archives

Model This Week