ସିଏମ୍‌ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ

କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୮୧ ଇନ୍‌ଷ୍ଟିଚ୍ୟୁଶନାଲ ଏବଂ ୧୧୮ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪, ୧୭୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୪୧୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୭୩୦ ଚିକିତ୍ସାଧୀନ ଅଛନ୍ତି। ସେହିପରି ୨୩ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ର କୁମ୍‌ଝରିଆ ୟୁଜି ହାଇସ୍କୁଲକୁ ମିଳିଲା ଉତ୍କର୍ଷ ଶିକ୍ଷାକେନ୍ଦ୍ରର ମାନ୍ୟତା

କୁଆଁରମୁଣ୍ଡା,୨୯।୨(ଡି.ଏନ.ଏ)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲ ଓ ୟୁଜି ହାଇସ୍କୁଲଗୁଡିକ ମଧ୍ୟରୁ ୧୦୧ ସ୍କୁଲକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ର ଭାବେ...

ଯୁବକଙ୍କୁ ହତ୍ୟା କରି ସୁଟ୍‌କେସରେ ପୂରାଇ ଫିଙ୍ଗିଦେଲେ

ଖୋର୍ଦ୍ଧା ଅଫିସ,୨୨ା୧(.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ହରିପୁର ଫରେଷ୍ଟ ଜଙ୍ଗଲରୁ ଜଙ୍ଗଲ ମଧ୍ୟରେ ପଡ଼ିଥିବା ଏକ ସୁଟ୍‌କେସରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି।...

ଡେଙ୍ଗୁ ସଂକ୍ରମଣରେ ଲାଗୁନି ରୋକ

ଭୁବନେଶ୍ୱର,୧୪।୮(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ବଢିଚାଲିଛି। ୧୧ ତାରିଖ ସୁଦ୍ଧା ରାଜ୍ୟରେ ୨୮ ହଜାର ୯୫୩ ନମୁନା ପରୀକ୍ଷା କରାଯାଇଥିବାବେଳେ ୧୬୭୦ଜଣ...

‘ୱାର୍ଲଡ ସ୍କିଲ୍‌ ସେଣ୍ଟର ବିଶ୍ୱସ୍ତରୀୟ ବ୍ରାଣ୍ଡ୍‌ ହେବ’

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନ ସୋମବାର ୱାର୍ଲଡ ସ୍କିଲ୍‌ ସେଣ୍ଟର(ଡବ୍ଲ୍ୟୁଏସ୍‌ସି) ପରିଦର୍ଶନରେ ଆସି ଏହାର ପରିଚାଳନା ଓ...

ହାତୀ ଘଉଡ଼ାଇବା ବେଳେ ବାଣ ନିଆଁ କାଳ ହେଲା: ଜଳିଗଲା ଘର, ୪ ଗାଈ ଜୀବନ୍ତ ଦଗ୍ଧ

ଜଳେଶ୍ୱର, ୮।୨(ସ୍ବ.ପ୍ର.): ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ବାଣରେ ନିଆଁ ଲଗାଇ ହାତୀ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଉଥିବା...

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୩ବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୩୧ା୧: ବ୍ରହ୍ମପୁର ପୋକ୍‌ସୋ କୋର୍ଟ ଜଜ୍‌ ବିକ୍ରମ ପଟ୍ଟନାୟକ ସୋମବାର ଏକ ନାବାଳିକା ଛାତ୍ରୀ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ସାକ୍ଷ୍ୟ ପ୍ରମାଣକୁ ଅଧାରକରି...

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୫(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୧୧ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ...

ବୁଢ଼ାବୁଢ଼ି ଭତାରୁ ବଁଚିତ୍‌ କୁଆଦେଇ : ବଢ଼ୁଛେ ବଏସ୍‌, କମୁଛେ ଆଶ୍‌

ଲାଠୋର, ୯ା୬ (ଡି.ଏନ୍‌.ଏ):  ସରକାର ୬୦ ବଛର୍‌ରୁ ଅଧ୍‌କା ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ...

Advertisement
Archives

Model This Week