ରାଜ୍ୟରୁ ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ରାଜ୍ୟରେ ୧୨,୮୧,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୮୨ ଜଣ, କଟକରୁ ୭୦ ଜଣ, ମୟୁରଭଞ୍ଜରୁ ୧୧ଜଣ ସୁସ୍ଥ ହୋଇଥିବା ବେଳେ ନୟାଗଡ଼ରୁ ୬, ଯାଜପୁରରୁ ୪ , ବାଲେଶ୍ୱର, େsକନ୍ଦ୍ରାପଡ଼ା,ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମ, ଜଗତ୍‌ସିଂହପୁର,ପୁରୀରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ସୋନପୁରରୁ ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୩୭ ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri