ରାଜ୍ୟରେ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୦୮୯ରେ ପହଞ୍ଚିଛି। ସୋମବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ ଜିଲାରୁ ସର୍ବାଧିକ ୫୧ଜଣ ଥିବା ଜଣାପଡିଛି। ସେହପରି ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୦୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୪ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱର, ଢେଙ୍ଗାନାଲ, ଗଞ୍ଜାମ ଏବଂ ଝାରସୁଗୁଡାରୁ ଜଣେ ଲେଖାଏ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେକ କାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ।...

ଚାଷୀ ସମସ୍ୟାକୁ ଗୃହରେ ଜୋରଦାର କରିବ କଂଗ୍ରେସ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଗୃହରେ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ...

କଲେଜ ପରିଚାଳନା କମିଟିରୁ ବାଦ୍‌ପଡ଼ିବେ ରାଜନେତା

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ଏବେ କଲେଜ ପରିଚାଳନା ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବାକୁ ଉଚ୍ଚଶିକ୍ଷା ବିଭାଗ ଉଦ୍ୟମ ଆରମ୍ଭ କରିଛି। କଲେଜ ପରିଚାଳନା କମିଟିରେ ସ୍ଥାନୀୟ ବିଧାୟକ କିମ୍ବା ରାଜନେତାମାନେ ସ୍ଥାନ...

ଶିକାରୀଙ୍କ ହାତରେ ଟ୍ରାଙ୍କୁଲାଇଜର

ଅସମାପିକା ସାହୁ ଭୁବନେଶ୍ୱର,୧୪।୫: ଆସାମର ଓରାଙ୍ଗ ଜାତୀୟ ଉଦ୍ୟାନରେ ବନ୍ୟାପ୍ରାଣୀ ମାଫିଆମାନେ ଅଭିନବ ଉପାୟରେ ଗଣ୍ଡାର ଶିଙ୍ଗକୁ କାଟି ନେଇଛନ୍ତି। ନିକଟରେ ଉଦ୍ୟାନ କର୍ମଚାରୀମାନେ ମୁୱାମାରି...

ଭାରତରେ ପ୍ରଥମଥର ପାଇଁ ଆରମ୍ଭ ହେବ ମସଲା କ୍ଲଷ୍ଟର

କଟକ ଅଫିସ, ୧୯ା୯:ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିକାଶ ପ୍ରତିଷ୍ଠାନ ପକ୍ଷରୁ କଲେଜଛକସ୍ଥିତ ଏମ୍‌ଏସ୍‌ଏମ୍‌ଇ ବିକାଶଭବନରେ ଗୁରୁବାର ମସଲା ଉଦ୍ୟୋଗପତିମାନଙ୍କୁ ନେଇ ଏକ ବୈଠକ...

ଶିଖରଚଣ୍ଡୀ ପାହାଡରେ ନିଆଁ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଶିଖରଚଣ୍ଡୀ ପାହାଡ଼ରେ ରବିବାର ନିଆଁ ଲାଗିଛି। ପାହାଡ଼ର ଏକାଧିକ ସ୍ଥାନକୁ ନିଆଁ ବ୍ୟାପିଯିବାରୁ ଏହା ମଧ୍ୟରେ ଥିବା ଏକ ହାତୀ ପ୍ରାୟ ୮ ଘଣ୍ଟା...

ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ୫୦ ଲକ୍ଷର ଜୀବନ ବୀମା

ପଣଜୀ, ୧୩।୯: ଏଣିକି ସ୍ବାସ୍ଥ୍ୟକର୍ମୀଙ୍କୁ ୫୦ ଲକ୍ଷ ଟଙ୍କାର ଜୀବନ ବୀମା ଯୋଗାଇ ଦିଆଯିବ। ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏନେଇ ରବିବାର ସୂଚନା ଦେଇଛନ୍ତି।...

ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା କରୁଛନ୍ତି ସୁରକ୍ଷା କର୍ମୀ

ହିଞ୍ଜିଳିକାଟୁ,୧୯।୮(ଡି.ଏନ.ଏ.): ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ୮୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କୋଠା, ଡାକ୍ତରଖାନାକୁ କାଟାଗୋରୀ-୨ ଉପଖଣ୍ଡ ଚିକିତ୍ସାଳୟ ମାନ୍ୟତା, ଡାକ୍ତର,ନର୍ସ ଓ କର୍ମଚାରୀଙ୍କ ସଂଖ୍ୟା...

Advertisement
Archives

Model This Week