ରାଜଧାନୀରେ ବିଗୁଡୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୩୩୨ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ସଙ୍ଗୀନ ହେଉଛି କରୋନା ସ୍ଥିତି। ମଙ୍ଗଳବାର ଭୁବନେଶ୍ୱରରୁ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୧୫୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୭୯୩୧କୁ ବୃଦ୍ଧି ପାଇଛି। ତନ୍ମଧ୍ୟରୁ ୪୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୧୬୨ ଆକ୍ଟିଭ୍‌ କେସ୍‌ ରହିଛି। ଆଜି ଆଉ ୧୬୩ଜଣ ସୁସ୍ଥ ମଧ୍ୟ ହୋଇଥିବା ଭୁବନେଶ୍ୱର ମହାନିଗମ ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri