ରାଜଧାନୀ ଭୁବନେଶ୍ୱରରୁ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୨।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଏବଂ ୨୪୪ ଜଣ ଲୋକାଲ୍‌ କେସ୍‌ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିସହିତ ରାଜଧାନୀରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୨୪୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୫ ହଜାର ୩୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ ଆରୋଗ୍ୟ ଲାଭ କରିଥିବା ଜଣାପଡ଼ିଛି। ସେହିଭଳି ୩ ହଜାର ୮୦୬ ଜଣ ଆକ୍ଟିଭ କେସ୍‌ ରହିଥିବାବେଳେ ୬୯ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୪।୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ବାସନ୍ତୀକ ଚୈତ୍ର ନବରାତ୍ର ପୂଜା...

ଅଙ୍କ ଛିଣ୍ଡୁନି ନା ବିଦ୍ରୋହର ସ୍ବରକୁ ଡର

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ୱର ଲୋକ ସଭା ନିର୍ବାଚନ ପାଇଁ ମେ’୨୫ ତାରିଖରେ ମତଦାନ ହେବ। ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି...

ତତଲା ବାଲି, କଣ୍ଟାରେ ଗଡ଼ିଲେ ମାନସିକଧାରୀ

ଖୋର୍ଦ୍ଧା,୧୪ା୪(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲାର ପୁରପଲ୍ଲୀରେ ମେରୁଯାତ୍ରା ପାଳିତ ହୋଇଯାଇଛି। ମାନସିକସାରୀ ୨୧ ଦିନ ଧରି ନିଷ୍ଠାର ସହ ଉପବାସ ରହି ପର୍ବକୁ ପାଳନ କରିଥିଲେ। ମାନସିକଧାରୀ...

ଖୋର୍ଦ୍ଧା ଜିଲାରେ ୧୬ ଅତିରିକ୍ତ ମତଦାନ କେନ୍ଦ୍ର

ଭୁବନେଶ୍ୱର,୧୩ା୪: ଖୋର୍ଦ୍ଧା ଜିଲାରେ ୧୬ଟି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ମଧ୍ୟରେ ଗୋଟିଏ, ଭୁବନେଶ୍ୱର ଉତ୍ତରରେ ୫ଟି, ଏକାମ୍ର ଭୁବନେଶ୍ୱରରେ ୯ଟି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri