ସୁସ୍ଥ ହେଲେ ଆଉ ୩୪୮୪ କରୋନା ଆକ୍ରାନ୍ତ: ୮୦ହଜାର ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତନ୍ମଧ୍ୟରୁ ସର୍ବାଧିକ ୮୯୦ଜଣ ଖୋର୍ଦ୍ଧାର ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୮୦୭୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ଜିଲା ସଟ୍‌ଡାଉନ୍‌: କୁଲଣାଠାରେ ମଞ୍ଜୁରୀରୋଡ-ଛତାବର ମୁଖ୍ୟ ରାସ୍ତା ସିଲ, ୪ ପଞ୍ଚାୟତ ଲୋକେ ହିନସ୍ତା

ଭଣ୍ଡାରିପୋଖରୀ,୨୪।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଯୋନ୍‌ ଭାବେ ଘୋଷଣା କରାଯାଇଛି। ପଞ୍ଚାୟତର...

ହାତୀ ହାବୁଡ଼ରେ ପଡ଼ିଗଲେ ୨ ଯୁବକ

ବୁଗୁଡ଼ା,୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଭଗବାନପୁର-ଶୁଳିଆପଲ୍ଲୀ ରାସ୍ତାରେ ହାତୀ ଆକ୍ରମଣରେ ୨ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବୁଗୁଡ଼ା ଥାନା...

ଭରସା ସାଜିଛି ବିପଦସଙ୍କୁଳ ବାଉଁଶ ପୋଲ

ସାକ୍ଷୀଗୋପାଳ, ୨୦ା୭(ଡି.ଏନ୍‌.ଏ.): ରତ୍ନଚିରା ଖଲାସୀ ନାଳପାରି ହେବାପାଇଁ ସ୍ଥାୟୀ ସେତୁଟିଏ ନାହିଁ। ଫଳରେ ପୁରୀଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଶ୍ରୀରାମଚନ୍ଦ୍ରପୁର ଗ୍ରାମପଞ୍ଚାୟତ ମଧୁବନ ମାଳର ଲୋକମାନେ...

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି...

‘କରୋନା’ ଗୀତ ଗାଇ ଟ୍ରୋଲ ହେଲେ ହ୍ୟୁମାନ ସାଗର

ଭୁବନେଶ୍ୱର, ୧୭।୩(ବ୍ୟୁରୋ)/କଟକ ଅଫିସ : ‘ଝିଅ ନୁହେଁ ତୁ କରୋନା ଭାଇରସ୍‌’। ଏହି ଗୀତକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ଓଡ଼ିଶାର...

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହେଲା ବର୍ଷା; ରାଜଧାନୀରେ ବି ବଦଳିଲା ପାଗ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ମାଲକାନଗିରି,...

ଟ୍ରମ୍ପ୍‌ ପୁଣି କହିଲେ ମିଛ: ଆମେରିକାରେ କରୋନା ମୃତକଙ୍କ ସଂଖ୍ୟା ନୁହେଁ ଅଧିକ

ଓ୍ବାଶିଂଟନ, ୨୦।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପୁଣି ଥରେ ମିଛ କହିଛନ୍ତି। ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା କମ୍‌ ଥିବା ସେ କହିଛନ୍ତି।...

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୪...

Advertisement


Archives

Model This Week