କ୍ୟାନ୍‌ସର ହସ୍ପିଟାଲରୁ ପୁଣି ୩୮ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ୍‌,୪ା୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ ସମସ୍ତେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ବୋଲି ଜଣାପଡ଼ିଛି। ଗତ ୨୬ ତାରିଖରେ ପ୍ରଥମେ ଏଠାରେ ଭର୍ତ୍ତି ହୋଇଥିବା ଗଞ୍ଜାମ ଅଞ୍ଚଳର ଜଣେ ରୋଗୀ କରୋନା ଆକ୍ରାନ୍ତ ହୋଇଥିଲେ। ଏହାପରେ ଗତ ଜୁନ୍‌ ୨୭ ତାରିଖ ୨ ଜଣ, ୨୯ରେ ୬ ଜଣ, ୩୦ରେ ୭ ଜଣ, ଜୁଲାଇ ୨ରେ ୫୫ ଜଣ ଏବଂ ୩ ତାରିଖରେ ୫ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏଯାବତ୍‌ ଏହି ହସ୍ପିଟାଲରୁ ୧୧୪ ଜଣ କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ସେହିପରି ଏସ୍‌ସିବି ଆେଇସୋଲେଶନ ଓ୍ବାର୍ଡ଼ରୁ ଶନିବାର ୬ ଜଣ ଏବଂ ନ୍ୟୁରୋ ସର୍ଜରୀ ଓ୍ବାର୍ଡରୁ ଜଣେ କର୍ମଚାରୀ କରୋନାର ଶିକାର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬: ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଇଣ୍ଡିଆ ମେଣ୍ଟ ବୈଠକରେ ବଡ଼ ନିଷ୍ପତ୍ତି; ଏହି ୫ ପ୍ରସଙ୍ଗ ଉପରେ ମୋହର ମାରିଲେ ବିରୋଧୀ, ଛାନିଆ ହେଲା ଭାଜପା

ନୂଆଦିଲ୍ଲୀ, ୮।୬: ବିରୋଧୀ ଇଣ୍ଡିଆ ବ୍ଲକର ବୈଠକ ସୋମବାର ଜାତୀୟ ରାଜଧାନୀ ଦିଲ୍ଲୀର କନଷ୍ଟିଚ୍ୟୁଶନ କ୍ଲବରେ ଦୀର୍ଘ ଏବଂ ତୀବ୍ର ଆଲୋଚନା ପରେ ସମାପ୍ତ ହୋଇଛି। କଂଗ୍ରେସ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ରାଘବ ଚଢ଼ାଙ୍କୁ ମିଳିବ ଏହି ଦାୟିତ୍ୱ! ମୋଦି କ୍ୟାବିନେଟ୍‌ରେ ବଡ଼ ପଦବୀ ମିଳିବା ନେଇ ରାଜନୀତିରେ ହଇଚଇ, ହେବେ କି…

ନୂଆଦିଲ୍ଲୀ, ୮।୬: ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ରଭନୀତ ସିଂହ ବିଟ୍ଟୁ ଏବଂ ଜର୍ଜ କୁରିଏନ୍‌ଙ୍କୁ ରାଜ୍ୟ ସଭା ଟିକେଟ ନ ମିଳିବା ପରେ ସେମାନଙ୍କୁ ମୋଦି କ୍ୟାବିନେଟରୁ…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri