ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୪୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୯୭୧୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୦୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ମାସ ପର୍ଯ୍ୟନ୍ତ ରହିବ କରୋନା ସଂକ୍ରମଣ, ବିଶେଷଜ୍ଞ କହିଲେ ଏପରି…

ଓ୍ବାଶିଂଟନ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ କୋକୁଆ...

ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ।...

ଦେଶରେ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ, ୪୯.୨୧ ପ୍ରତିଶତ ରହିଛି ସୁସ୍ଥତା ହାର

ନୂଆଦିଲ୍ଲୀ,୧୧।୬: କରୋନା ସଂକ୍ରମଣକୁ ନେଇ ଏକ ମିଳିତ ଖବରଦାତା ସମ୍ମିଳନୀରେ ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନୂଆ ତଥ୍ୟ ପ୍ରଦାନ କରାଯାଇଛି। ମନ୍ତ୍ରଣାଳୟର ଯୁଗ୍ମ ସଚିବ...

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି।...

ଫିଲ୍ମ ଦେଖିବା ପାଇଁ ୧୦୮ ଆମ୍ବୁଲାନ୍ସକୁ ଧିମା ଚଳାଇଲେ ଡ୍ରାଇଭର

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରୋଗୀଙ୍କୁ ଜରୁରୀକାଳୀନ ସେବା ଯୋଗାଇବା ପାଇଁ ସରକାରଙ୍କ ଦ୍ୱାରା ନିୟୋଜିତ କରାଯାଇଛି ୧୦୮ ଆମ୍ବୁଲାନ୍ସ। ବିଭିନ୍ନ ସମୟରେ ୧୦୮ ଆମ୍ବୁଲାନ୍ସ ପ୍ରଶଂସନୀୟ କାର୍ଯ୍ୟ କରି...

ପ୍ରେମ ପାଇଁ ଜୀବନ ହାରିଲେ ଛାତ୍ରୀ

ଭୁବନେଶ୍ୱର,୩ା୧(ବ୍ୟୁରୋ): ପ୍ରେମ ପାଇଁ ଜୀବନ ହାରିଛନ୍ତି ଜଣେ ଇଞ୍ଜିନିୟରିଂ ଛାତ୍ରୀ। ହଷ୍ଟେଲ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିବା ଛାତ୍ରୀ ଜଣକ ହେଲେ ପଶ୍ଚିମବଙ୍ଗର ଝୁମ୍ପା ଦେବନାଥ...

ପୁଣି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ ଅଛନ୍ତି ଅଧିକ ସଂଖ୍ୟକ ମୃତକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ ରେ ପହଞ୍ଚିଥିବା...

ସରସରା ଧାନ ମଣ୍ଡି ବନ୍ଦ: ଯୋଗାଣ ଅଧିକାରୀଙ୍କୁ ଫେରାଦ

ବୌଦ୍ଧ,୩।୧(ସ୍ବ.ପ୍ର): ବୌଦ୍ଧ ଜିଲାରେ ସମସ୍ତ ମଣ୍ଡିରେ ଧାନ କିଣାବିକା ଚାଲିଥିବା ବେଳେ ସରସରା ମଣ୍ଡି ବନ୍ଦ ରହିଛି। ଏହି ମଣ୍ଡିରେ ଗତ ୧୮ ତାରିଖରୁ ଧାନକିଣା...

Advertisement
Archives

Model This Week