ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩,୮୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଓଡ଼ିଶାରୁ ମଙ୍ଗଳବାର ୩ ହଜାର ୮୧୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିଭଳି କଟକରୁ ୩୬୮, ବରଗଡ଼ ୧୫୧, ବାଲେଶ୍ୱର ୧୪୬, ନୂଆପଡ଼ା ୧୩୫, ଜଗତ୍‌ସିଂହପୁର ୧୨୪, ଅନୁଗୋଳ ୧୨୨, ସମ୍ବଲପୁର ୧୧୮, ସୁନ୍ଦରଗଡ଼ ୧୧୦, କେନ୍ଦ୍ରାପଡ଼ା ୧୦୬, ବଲାଙ୍ଗୀର ୯୩, ଯାଜପୁର ୯୧, ମୟୂରଭଞ୍ଜ ୮୮, ପୁରୀ ୮୮, କନ୍ଧମାଳ ୮୬, କେନ୍ଦୁଝର ୮୬, ସୋନପୁର ୮୩, ଭଦ୍ରକ ୮୨, ନୟାଗଡ଼ ୭୧, କଳାହାଣ୍ଡି ୬୯, ଝାରସୁଗୁଡ଼ା ୬୮, ନବରଙ୍ଗପୁର ୬୬, କୋରାପୁଟ ୬୨, ଗଞ୍ଜାମ ୫୬, ରାୟଗଡ଼ା ୫୦, ଢେଙ୍କାନାଳ ୪୮, ବୌଦ୍ଧ ୪୫, ମାଲକାନଗିରି ୩୪, ଗଜପତି ୨୪ ଓ ଦେବଗଡ଼ରୁ ୧୪ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମଙ୍ଗଳବାର ସୁଦ୍ଧା ୨ ଲକ୍ଷ ୧୦ ହଜାର ୨୧୭ ଜଣ ଲୋକ କରୋନାରୁ ସୁସ୍ଥ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri