ଭୁବନେଶ୍ୱରରୁ ଆଜି ପୁଣି ୪୪ ପଜିିଟିଭ୍‌ ଚିହ୍ନଟ: ୩୬ ସୁସ୍ଥ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୪୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୭୮୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ଉପରେ ବିପଦ: ଭିଏତ୍‌ନାମ୍‌ରେ ନୂଆ ଭାରିଆଣ୍ଟ୍‌, ତୀବ୍ର ବେଗରେ ବାୟୁରେ ବ୍ୟାପିବ…

ହନୋଇ,୩୦।୫: କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦ୍ୱିତୀୟ ଲହର ବିପଦ ପରେ ପୁଣି ବିପଦ ମାଡ଼ି ଆସୁଛି। କରୋନାର ନୂଆ ଭାରିଆଣ୍ଟ୍‌ ଏବେ...

ଖେଳିବାକୁ ଯାଇ ଫେରିନାହାନ୍ତି ଦ୍ୱିତୀୟ ଶ୍ରେଣୀ ଛାତ୍ର, ବଳି ସନ୍ଦେହ

ହାଟଡିହୀ,୨୫ା୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସୋସୋ ଥାନା ରୁଗୁଡ଼ିଆ(ଖଣି ବଜାର) ଗ୍ରାମର ଜଣେ ଦିତୀୟ ଶ୍ରେଣୀ ଛାତ୍ର ଖେଳିବାକୁ ଯାଇ ଆଉ ଘରକୁ ଫେରିନାହାନ୍ତି। ବାପା ବିଜୟ...

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିର କୁପ୍ରଭାବ ଯୋଗୁ ସଙ୍କଟରେ ସୁନ୍ଦରଗଡ଼ ଜିଲାର ଷ୍ଟିଲ୍‌ ଶିଳ୍ପ

ରାଉରକେଲା ଅଫିସ, ୧୩।୨-ଷ୍ଟିଲ ଉତ୍ପାଦନ କରୁଥିବା ସହର ଭାବେ ରାଉରକେଲା ବେଶ୍‌ ପରିଚିତ। ରାଉରକେଲା ସମେତ ସୁନ୍ଦରଗଡ଼ ଜିଲାରେ ଛୋଟବଡ଼ ଷ୍ଟିଲ ଶିଳ୍ପ କାରଖାନା ଗଢିଉଠିଛି।...

ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ: କିଣୁଛନ୍ତିି ପଚାଶରେ, ବିକ୍ରି ଦେଢ଼ଶହ

ଅନୁଗୋଳ ଅଫିସ୍‌, ୧୯ା୭: ଅରୁଣାଚଳ ପ୍ରଦେଶରୁ ଚୋରା ମଦ ଆଣି ଅନୁଗୋଳରେ ପସରା ମେଲାଇଛନ୍ତି ମାଫିଆ। ୫୦ ଟଙ୍କାରେ କିଣି ବେପାରୀଙ୍କୁ ସେହି ମଦ ଦେଢଶହରୁ ଊର୍ଦ୍ଧ୍ୱ...

୧୬ ହଜାର ଟଙ୍କା ପାଇଁ ବୃଦ୍ଧଙ୍କୁ ପିଟି ପିଟି ମାରିଦେଲେ ଲୋକେ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗାଁର ଭାଲୁଘରା ସାହିର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହକୁ ଶନିବାର ପୋଲିସ...

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ, ୧୭ା୧୦: ୨୦୦୬ ଡିସେମ୍ବର ୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଗରାଇ ଥାନାଛକଠାରେ ଏକ ସଭାରେ ସମ୍ବୋଧିତ କରି ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ମୁହାଣ ଭୋଗରାଇର...

ଭାଜପାରୁ ୫ ବହିଷ୍କୃତ

ଭୁବନେଶ୍ୱର, ୧୪ା୨(ବ୍ୟୁରୋ): ଭାଜପାର ଜିଲା ସଭାପତିମାନଙ୍କ ସୁପାରିସ ଏବଂ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଦଳ ବିରୋଧୀ କାର୍ଯ୍ୟ ଲାଗି ଦଳରୁ କେତେଜଣଙ୍କୁ ବହିଷ୍କୃତ...

ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୫

ଭୁବନେଶ୍ୱର,୧୩।୪: (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଁଚିଛି।ସୋମବାର କରୋନା ପଜିଟିଭ ଚିହ୍ନଟ ହୋଇଥିବା...

Advertisement
Archives

Model This Week