ଆଉ ୪ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭୪କୁ ବୃଦ୍ଧି

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ରେ ପହଞ୍ଚିଛି। ଏହା ସହିତ ଖୋର୍ଦ୍ଧାରେ କରୋନା ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଥିବା ବେଳେ ଗଞ୍ଜାମରେ ୪୪ ଓ କଟକରେ ୮ରେ ପହଞ୍ଚିଛି।
ତେବେ ୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୨ ଜଣ ରହିଥିବା ବେଳେ ଗଞ୍ଜାମ ଓ କଟକରୁ ଜଣେ ଲେଖାଏ ରହିଛନ୍ତି।
ଖୋର୍ଦ୍ଧା ଜିଲାର ମୃତକ ଦ୍ୱୟଙ୍କ ମଧ୍ୟରେ ଜଣେ ୪୦ ବର୍ଷୀୟା ମହିଳା ରହିଥିବା ବେଳେ ଅନ୍ୟ ଜଣେ ୭୧ ବର୍ଷୀୟ ବୃଦ୍ଧ। ବେଳେ ପୂର୍ବରୁ ବୃଦ୍ଧ ଜଣଙ୍କ ବ୍ଲଡ କ୍ୟାନ୍ସରରେ ପୀଡିତ ଥିଲେ।
ସେହିପରି କଟକର ମୃତକ ଜଣଙ୍କ ୭୧ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ସେ ମଧ୍ୟ କ୍ୟାନ୍ସର ରୋଗରେ ଆକ୍ରାନ୍ତ ଥିଲେ। ସେହିପରି ଗଞ୍ଜାମର ମୃତକ ୮୦ ବର୍ଷୀୟ ବୃଦ୍ଧ। ସେ ପୂର୍ବରୁ ଅନ୍ୟାନ୍ୟ ରୋଗରେ ପୀଡିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri