ଆଉ ୪ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭୪କୁ ବୃଦ୍ଧି

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ରେ ପହଞ୍ଚିଛି। ଏହା ସହିତ ଖୋର୍ଦ୍ଧାରେ କରୋନା ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଥିବା ବେଳେ ଗଞ୍ଜାମରେ ୪୪ ଓ କଟକରେ ୮ରେ ପହଞ୍ଚିଛି।
ତେବେ ୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୨ ଜଣ ରହିଥିବା ବେଳେ ଗଞ୍ଜାମ ଓ କଟକରୁ ଜଣେ ଲେଖାଏ ରହିଛନ୍ତି।
ଖୋର୍ଦ୍ଧା ଜିଲାର ମୃତକ ଦ୍ୱୟଙ୍କ ମଧ୍ୟରେ ଜଣେ ୪୦ ବର୍ଷୀୟା ମହିଳା ରହିଥିବା ବେଳେ ଅନ୍ୟ ଜଣେ ୭୧ ବର୍ଷୀୟ ବୃଦ୍ଧ। ବେଳେ ପୂର୍ବରୁ ବୃଦ୍ଧ ଜଣଙ୍କ ବ୍ଲଡ କ୍ୟାନ୍ସରରେ ପୀଡିତ ଥିଲେ।
ସେହିପରି କଟକର ମୃତକ ଜଣଙ୍କ ୭୧ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ସେ ମଧ୍ୟ କ୍ୟାନ୍ସର ରୋଗରେ ଆକ୍ରାନ୍ତ ଥିଲେ। ସେହିପରି ଗଞ୍ଜାମର ମୃତକ ୮୦ ବର୍ଷୀୟ ବୃଦ୍ଧ। ସେ ପୂର୍ବରୁ ଅନ୍ୟାନ୍ୟ ରୋଗରେ ପୀଡିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri