ରାଜ୍ୟରୁ ୪୨୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୮୫, ସୁନ୍ଦରଗଡ଼ରୁ ୮୨, ବୌଦ୍ଧରୁ ୪୨, ବଲାଙ୍ଗୀରରୁ ୩୩, ସମ୍ବଲପୁରରୁ ୨୪, କଳାହାଣ୍ଡିରୁ ୧୬, ନୂଆପଡ଼ାରୁ ୧୪, ମୟୁରଭଞ୍ଜରୁ ୧୨, କଟକରୁ ୧୦, ବାଲେଶ୍ୱରରୁ ୯, ଦେବଗଡରୁ ୮, ନବରଙ୍ଗପୁରରୁ ୮, ଯାଜପୁରରୁ ୭, ସୋନପୁରରୁ ୭, ଝାରସୁଗୁଡାରୁ ୬, ନୟାଗଡରୁ ୬, ବରଗଡରୁ ୫, ଗଜପତିରୁ ୫, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୪, ଭଦ୍ରକରୁ ୩, ଗଞ୍ଜାମରୁ ୩, କେନ୍ଦୁଝରରୁ ୨, କୋରାପୁଟ୍‌ରୁ ୨, ରାୟଗଡ଼ାରୁ ୨, ଜଗତ୍‌ସିଂହପୁରରୁ ୧ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୨୧ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌୧୯ ମୁକାବିଲା: ରାଜ୍ୟର ବିଭିନ୍ନ ଅଞ୍ଚଳ ବର୍ଗୀକରଣ

ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଅଞ୍ଚଳର ବର୍ଗୀକରଣ କରିଛନ୍ତି। ଏ ନେଇ ରବିବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ...

ଗଞ୍ଜାମ ଜିଲାର ସମସ୍ତ ସ୍କୁଲ ଛୁଟି

ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ବାଘ ଠାବ ପାଇଁ ଟ୍ରାପ୍‌ କ୍ୟାମେରା ଲାଗିପାରୁନାହିଁ: ଗୁଣ୍ଡିରିବାଡ଼ିବାସୀ ଆତଙ୍କିତ, ଘୁରି ବୁଲିଛି ବନ ବିଭାଗ

ଭଞ୍ଜନଗର,୫।୧୧(ଡି.ଏନ.ଏ)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଗୁଣ୍ଡିରିବାଡ଼ି, ତେନ୍ତୁଳିଆ, ଲଣ୍ଡେଇହିଲ୍‌ ଅଞ୍ଚଳବାସୀଙ୍କୁ ବିଗତ କିଛିଦିନ ହେବ ବାଘ ଆତଙ୍କ ଘାରିଛି। ସୋମବାର ରାତିରେ...

ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀ

ଭଦ୍ରକ ଅଫିସ,୧୮।୪: ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀଙ୍କୁ ନେଇ ଏବେ ଭଦ୍ରକରେ ଚର୍ଚ୍ଚା ଜୋର ଧରିଛି। ଲକ୍‌ଡାଉନ୍‌ରେ ଘରେ ସମସ୍ତେ ବନ୍ଦୀ ହୋଇ ଥିବାବେଳେ...

ମାଲକାନଗିରି, ନବରଙ୍ଗପୁର ଜିଲା କରୋନା ମୁକ୍ତ: ୨୮ଜିଲାରେ ୯୯୦ ସକ୍ରିୟ ରୋଗୀ

ଭୁବନେଶ୍ୱର,୮।୬(ବ୍ୟୁରୋ)-କରୋନା କବଳରେ ସାରା ରାଜ୍ୟ। ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମିତଙ୍କ ସଂଖ୍ୟା ଯେତିକି ମାତ୍ରାରେ ବଢ଼ିବାରେ ଲାଗିଛି, ସୁସ୍ଥ ରୋଗୀଙ୍କ...

‘କାଳିଆ’ ଲାଗି ବ୍ୟୟବରାଦ ବଢ଼ିଲା, ଉପକୃତ ହେବେ ୩୨.୩୪ଲକ୍ଷ କୃଷକ ପରିବାର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ ସରକାର ‘କାଳିଆ’ ଯୋଜନା ଲାଗି ଅଧିକ ବ୍ୟୟବରାଦ କରିଛନ୍ତି।  ଯୋଜନା ଲାଗି ଅଧିକ ୩୨୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହାଫଳରେ ୩୨.୩୪...

କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ...

୧୦ ଜିଲାକୁ ବର୍ଷା, ବଜ୍ରପାତ: ସତର୍କ ରହିବାକୁ ସୂଚନା

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ରାଜ୍ୟର ୧୦ଟି ଜିଲାକୁ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର...

Advertisement
Archives

Model This Week