ରାଜ୍ୟରୁ ସୁସ୍ଥ ହେଲେ ୪୭୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୩,୧୦,୬୩୫ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩୭, ଖୋର୍ଦ୍ଧାରୁ ୭୮, ବରଗଡ଼ରୁ ୭୭, ବଲାଙ୍ଗୀରରୁ ୪୬, କଟକରୁ ୩୧, ସୋନପୁରରୁ ୨୧, ଯାଜପୁରରୁ ୧୫, ନବରଙ୍ଗପୁରରୁ ୧୪, ଗଜପତିରୁ ୭, ବାଲେଶ୍ୱରରୁ ୬, କନ୍ଧମାଳରୁ ୬, କୋରାପୁଟ୍‌ରୁ ୬,ଝାରସୁଗୁଡାରୁ ୫, ଦେବଗଡରୁ ୩, ଗଞ୍ଜାମରୁ ୩, ଜଗତ୍‌ସିଂପୁରରୁ ୩, କେନ୍ଦ୍ରାପଡ଼ାରୁ ୨ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୯ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ସ୍କୁଲ ପୋଷ୍ୟ ଗ୍ରହଣ ତାଲିକା

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଚିଠି ଲେଖିଛନ୍ତି। ଏହାପରଠୁ ପୋଷ୍ୟ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨,୭୯,୧୯୧ ଜଣ ସୁସ୍ଥ...

କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି/କୋଟଗଡ଼,୧୨।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ରବିବାର ସନ୍ଧ୍ୟାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଫଳରେ ଜିଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ସହ ରାସ୍ତା ଧୋଇଯିବା କାରଣରୁ...

ବାଘରାଣୀ ‘ଖଇରୀ’କୁ ପାଳି ଚର୍ଚ୍ଚାରେ ଥିବା ସାହସୀ ମହିଳାଙ୍କ ପରଲୋକ

କଟକ ଅଫିସ,୨୯ା୧୨: ବାଘରାଣୀ ‘ଖଇରୀ’କୁ ଘରେ ପାଳି ଚର୍ଚ୍ଚାରେ ରହିଥିବା ସାହସୀ ମହିଳା ନିହାର ନଳିନୀ ସ୍ବାଇଁଙ୍କର ପରଲୋକ ହୋଇଛି। କଟକ ସିଦ୍ଧେଶ୍ୱର ସାହିଠାରେ ଥିବା...

୬ରୁ ବର୍ଷିବ, ତାତିରୁ ଆଶ୍ୱସ୍ତି ମିଳିବ

ଭୁବନେଶ୍ୱର, ୫ା୯(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ରବିବାର...

୯୨ ପ୍ରତିଶତ ଭାରତୀୟ ନେଇ ନାହାନ୍ତି ବୁଷ୍ଟର ଡୋଜ୍‌…

ନୂଆଦିଲ୍ଲୀ,୧୪।୭ : କରୋନା ମହାମାରୀ ସଂକ୍ରମଣ ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ୧୦ ହଜାରରୁ ଅଧିକ ନୂତନ ମାମଲା ରିପୋର୍ଟ କରାଯାଉଛି। ଏଥି...

ମତସାବ୍ୟସ୍ତ କଲେ ତଥାଗତ

ଢେଙ୍କାନାଳ ଅଫିସ, ୨୩।୪-ଢେଙ୍କାନାଳ ଜିଲାରେ ଆରମ୍ଭ ହୋଇଛି ମତଦାନ। ଏଠାରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ଅନଷ୍ଠିତ ହେଉଥିବାବେଳେ ସବୁଠି ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୁଞ୍ଜକାନ୍ତସ୍ଥିତ...

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...

Advertisement
Archives

Model This Week