ଭୁବନେଶ୍ୱରରୁ ଆଜି ପୁଣି ୫ ପଜିିଟିଭ୍‌ ଚିହ୍ନଟ: ୭ ସୁସ୍ଥ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୮୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୧୩୬୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାତୀ ନକ୍ଷତ୍ରରେ ବୁଧଙ୍କ ଏଣ୍ଟ୍ରି: ନଭେମ୍ୱର ୩ରୁ ୫ ରାଶିରେ ଧନବର୍ଷା, ଚାକିରିରେ ବଡ଼ ପଦୋନ୍ନତି…

ବୁଧ ଗ୍ରହଙ୍କ ନକ୍ଷତ୍ର ଚଳନ ହେତୁ ବୃଷ, ମିଥୁନ, ସିଂହ, ତୁଳା ଏବଂ ଧନୁ ରାଶିର ବ୍ୟକ୍ତିବିଶେଷଙ୍କୁ ଲାଭ ମିଳିପାରେ। ଏହି ରାଶିର ଲୋକଙ୍କ ପାଇଁ କ୍ୟାରିୟର…

ଉଗ୍ର ହେଲାଣି ଅର୍ଣ୍ଣବ: ଭୁବନେଶ୍ୱର-ପୁରୀରେ ୧୦୦ ଛୁଇଁବ ପବନ! ଆଜି ରାତିରେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ବଳ ଗୋଟାଉଛି ବାତ୍ୟା ଅର୍ଣ୍ଣବ। ଦ୍ରୁତ ଗତିରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଅତିଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି ଅର୍ଣ୍ଣବ ।…

ଅଭିଷେକ ଶର୍ମାଙ୍କ ରେକର୍ଡ ବର୍ଷା: କୋହଲିଙ୍କୁ ପକାଇଲେ ପଛରେ, ମାତ୍ର ୩୫ ବଲ୍‌ରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଉଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମାଙ୍କ ବ୍ୟାଟ୍‌ରୁ ରନ ବର୍ଷା ହୋଇଛି। ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୯୯ ରନ୍‌ର…

DA ବୃଦ୍ଧିକୁ ନେଇ ବଡ଼ ଅପଡେଟ୍‌: ଜଣାପଡିଲା କାହିଁକି ହେଉଛି ଡେରି!

ନୂଆଦିଲ୍ଲୀ,୨୭।୧୦: କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମନରେ ଏବେ ଗୋଟିଏ ପ୍ରଶ୍ନ ଉଙ୍କି ମାରୁଛି ଜୁଲାଇ ୨୦୨୬ରୁ ଲାଗୁ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧି…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ଅଘଟଣ: ଏମିତି କିଛି ଘଟିଲା ଆଖି ବନ୍ଦ କରିଦେଲେ ବ୍ୟାଟର୍‌, ସମସ୍ତେ ଆଶ୍ଚର୍ଯ୍ୟ

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ଚାଲିଥିବା ବେଳେ ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ନ୍ୟୁଜିଲାଣ୍ଡର ବ୍ୟାଟର୍‌ ଡାରିଲ ମିଚେଲଙ୍କ ଏକ…

ଅର୍ଶଦୀପଙ୍କ ବିଶ୍ୱରେକର୍ଡ: ନ୍ୟୁଜିଲାଣ୍ଡ ବିପକ୍ଷରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟି-୨୦ ସିରିଜ୍‌ର ତୃତୀୟ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ ଏକ ବଡ଼ ରେକର୍ଡ ନିଜ ନାମରେ…

ବାର୍‌ହା ଫାଶରେ ପଡ଼ି ଚାଲିଗଲା ଦନ୍ତାର ଜୀବନ: ବନ୍ଧା ହେଲେ ୩ ଶିକାରୀ

ବଇଣ୍ଡା,୨୭।୧୦: ଅନୁଗୋଳ ଜିଲା ହଣ୍ଡପା ରେଞ୍ଜ ଝିଲ୍ଲୀମୁଣ୍ଡା ଗ୍ରାମ୍ୟ ଜଙ୍ଗଲରେ ସୋମବାର ବିଳମ୍ବିତ ରାତିରେ ବାର୍‌ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ଫାଶରେ ପଡି ଏକ ଦନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?