ରାଜ୍ୟରୁ ୫୦୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୫୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୩,୧୨,୪୪୯ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଗୁରୁବାର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩୭, ଖୋର୍ଦ୍ଧାରୁ ୭୬, କଳାହାଣ୍ଡିରୁ ୩୭, ସମ୍ବଲପୁରରୁ ୩୬, ନୟାଗନରୁ ୨୪, ମୟୁରଭଞ୍ଜରୁ ୧୯, ନବରଙ୍ଗପୁରରୁ ୧୭, କଟକ ୧୪, ଯାଜପୁରରୁ ୧୪, କନ୍ଧମାଳ ୧୪, ବରଗଡ଼ରୁ ୧୨, ନୂଆପଡ଼ା ୧୨, କେନ୍ଦୁଝର ୧୧, ରାୟଗଡ଼ା ୧୧, ସୋନପୁର ୧୨, ବାଲେଶ୍ୱର ୧୧, ଦେବଗଡ଼ ୯, ଗଜପତି ୫, ଢେଙ୍କାନାଳ ୪, ଜଗତ୍‌ସିଂପୁରରୁ ୩, ଝାରସୁଗୁଡା ୩, କୋରାପୁଟ ୩, ଗଞ୍ଜାମ ୧, କେନ୍ଦ୍ରାପଡା ୧, ପୁରୀ ୧ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୭ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଡୋନର ପଞ୍ଜୀକରଣ, ସ୍କ୍ରିନିଂ, କାଉନସେଲିଂ

କଟକ ଅଫିସ,୧୭।୭:ରାଜ୍ୟରେ ସଙ୍କଟାପନ୍ନ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବୁଧବାରଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି। ସଂଗୃହୀତ ହୋଇଥିବା ୮ ୟୁନିଟ୍‌ ପ୍ଲାଜ୍‌ମାରୁ ଗୋଟିଏ ପ୍ୟାକେଟ...

ବିଲ ଫାଟି ଆଁ, ମରୁଡ଼ି ଆଶଙ୍କା

ରାଜନଗର,୯।୮ (ଡି.ଏନ.ଏ.)ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି। ଜୁନ ପ୍ରଥମ ସପ୍ତାହରେ ମୌସୁମୀର ଆଗମନ ଚାଷୀମାନଙ୍କୁ ଆନନ୍ଦିତ କରିଥିଲା। ହଠାତ୍‌ ଜୁଲାଇ ପ୍ରଥମ...

ସୁସ୍ଥ ହେଲେ ୨୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧: ଓଡ଼ିଶାରେ ସୋମବାର ୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥସହ କରୋନାରୁ ଆରୋଗ୍ୟ ଲାଭ କରିଥିବା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୩,୨୯,୮୦୧ରେ...

ଦଶମ ଶ୍ରେଣୀ ପାଇଁ ନୂଆ ସିଲାବସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ଚଳିତ ବର୍ଷ ନବମ ଶ୍ରେଣୀରୁ ପାସ୍‌ ହୋଇ ଦଶମକୁ ଯିବାକୁ ଥିବା ପିଲାମାନେ ନୂଆ ବହି ପାଇବେ। ଅର୍ଥାତ୍‌ ଚଳିତ ବର୍ଷ ଦଶମ...

୫୦୦ ଟଙ୍କା ପାଇଁ ଭୁଲିଗଲେ ସାମାଜିକ ଦୂରତା

ଯାଜପୁର ଅଫିସ,୧୫ା୪: ଯାଜପୁର ଜିଲାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇସାରିଲେଣି। ଜଣେ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ମଙ୍ଗଳବାରଠାରୁ ଆଉ ଜଣେ କରୋନା ରୋଗୀ...

ବାଲିମେଳା ଡ୍ୟାମ୍‌ର ୨ ଗେଟ୍‌ ଖୋଲିଲା

ଚିତ୍ରକୋଣ୍ଡା,୨୭ା୧୦(ଡି.ଏନ୍‌.ଏ.): ଚିତ୍ରକୋଣ୍ଡା-ବାଲିମେଳା ଡ୍ୟାମ୍‌ରେ ଜଳସ୍ତର ୧୫୧୬ ଫୁଟ ରହିବା ପରେ ରବିବାର ସକାଳ ୮ଟା ୪୦ରେ ସ୍ଲୁଇସ୍‌ ଗେଟ୍‌କୁ ଛାଡ଼ି ୨ଟି ଗେଟ୍‌ ଖୋଲାଯାଇଛି। ଏଥିରେ...

ଜଳସମ୍ପଦ ମନ୍ତ୍ରୀଙ୍କ ଗସ୍ତ: ମଙ୍ଗଳା ଦର୍ଶନ ସହ ନଦୀ ବନ୍ଧବାଡ଼ ବୁଲି ଦେଖିଲେ

କାକଟପୁର,୧୨।୯(ଡି.ଏନ୍‌.ଏ.): ରାଜ୍ୟ ଜଳ ସମ୍ପଦ ବିଭାଗ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର କାକଟପୁର ଏବଂ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ...

କରୋନା ନେଲା ୧୫ ଜୀବନ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ହୋଇଛି। ଏ ନେଇ...

Advertisement
Archives

Model This Week