ରାଜ୍ୟରେ ସୁସ୍ଥ ହେଲେ ଆଉ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ ୭୮ ହଜାର ୩୨୨ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତି, ଖୋର୍ଦ୍ଧାରୁ ୧୦, ସୁନ୍ଦରଗଡରୁ ୭, ଅନୁଗୋଳରୁ ୫, ଝାରସୁଗୁଡାରୁ ୩, କେନ୍ଦ୍ରାପଡାରୁ ୩ ଜଣ ସୁସ୍ଥ ହୋଇଥିଲା ବେଳେ ବଲାଙ୍ଗୀର, ଗଞ୍ଜାମ , ଯାଜପୁର ଏବଂ ମୟୁରଭଞ୍ଜରୁ ୨ ଜଣ ଅଛନ୍ତି। ସେହିପରି ବାଲେଶ୍ୱର, କଟକ, ଢେଙ୍କାନାଳ ଏବଂ କଳାହାଣ୍ଡି ଜଣେ ଲେଖାଏ ରହିଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri