CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୪୩ କରୋନା ପଜିଟିଭ; ୧୪ ହଜାର ଟପିଲା ମୋଟ ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜର ଟପି ୧୪,୨୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୫୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮୯ ଲୋକାଲ କେସ୍‌ ରହିଛି।
ନୂଆ ୫୪୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧, ବାଲେଶ୍ୱର ୮, ବରଗଡ଼ ୩, ଭଦ୍ରକ ୧, ବଲାଙ୍ଗୀର ୫, ବୌଦ୍ଧ ୭, କଟକ ୩୯, ଢେଙ୍କାନାଳ ୨, ଗଜପତି ୨୯, ଜଗତ୍‌ସିଂହପୁର ୧୫, ଯାଜପୁର ୧, ଝାରସୁଗୁଡ଼ା ୬, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୨୨, ଖୋର୍ଦ୍ଧା ୮୭, ମାଲକାନଗିରି ୧୧, ମୟୂରଭଞ୍ଜ ୨୨, ନୟାଗଡ଼ ୧, ପୁରୀ ୭, ରାଗଡ଼ା ୨୪, ସମ୍ବଲପୁର ୨ ଏବଂ ସୁନ୍ଦରଗଡ଼ରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୪,୨୮୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪,୯୨୯ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୯,୨୫୫ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri