ପୁଣି ୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୬ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ ଜଣ ଥିବା ବେଳେ କଟକ ଓ ଭୁବନେଶ୍ୱରରୁ ଜଣେ ଲେଖାଏ ଅଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥିସହ ଗଞ୍ଜାମରେ ମୋଟ ମୃତକଙ୍କ ସଂଖ୍ୟା ୪୩ରେ ପହଞ୍ଚିଛି। ସୂଚନାଯୋଗ୍ୟ, ସୋମବାର ରାଜ୍ୟରେ ମୋଟ ୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri