ଆଜି ରାଜ୍ୟରେ ସୁସ୍ଥ ହେଲେ ୬୧୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟରେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୬୧୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ ଏ ଯାଏ ମୋଟ ୧୨ ଲକ୍ଷ ୨୮ ହଜାର ୯୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟୁଇଟ୍‌ କରି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୫୯୬ ଜଣ ରହିଥିବା ବେଳେ ସୋନପୁରରୁ ୫୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲାଗୁଡିକରେ ସୁସ୍ଥଙ୍କ ସଂଖ୍ୟା ୫ଶହ ତଳେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ, ମିଳିବ…

ଭୁବନେଶ୍ୱର,୭ା୧୨: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ...

ପୂର୍ବତନ ଅବକାରୀ ଡେପୁଟି କମିଶନରଙ୍କୁ ୨ ବର୍ଷ ଜେଲ

କଟକ,୭ା୧୨(କାର୍ତ୍ତିକ ସାହୁ)- ସମ୍ବଲପୁର ନର୍ଥ ଡିଭିଜନର ପୂର୍ବତନ ଡେପୁଟି କମିଶନର ସ୍ବୟଂମ୍ଭୁ ପ୍ରସାଦ ମିଶ୍ର କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଶନିବାର ଦଣ୍ଡିତ ହୋଇଛନ୍ତି। ଅଦାଲତ...

ମେ’ ଫେୟାର ହୋଟେଲ ସମ୍ମୁଖରେ ସିବିଆଇ ରେଡ୍‌, ଗାଡିରୁ ମିଳିଲା…

ଭୁବନେଶ୍ବର,୭।୧୨: ରାଜଧାନୀ ଭୁବନେଶ୍ବରରେ ସିବିଆଇ ରେଡ୍‌। ମେ’ ଫେୟାର ହୋଟେଲ ସମ୍ମୁଖରେ ସିବିଆଇ ରେଡ୍‌ କରିଥିବା ସୂଚନା ମିଳିଛି। ଏକ ନାଲିରଙ୍ଗର ଦାମୀଗାଡ଼ିରେ ଟଙ୍କା ଓ...

ପଞ୍ଚାୟତ ଆକାଉଣ୍ଟରୁ ଭତ୍ତା ଟଙ୍କା ନେଇଗଲେ

ନୂଆପଡ଼ା,୭ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ କୋନାବିରା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ଅଜାଣତରେ ବାର୍ଦ୍ଧକ୍ୟଭତ୍ତା ବାବଦ ଟଙ୍କା ବ୍ୟାଙ୍କ ଆକାଉଣ୍ଟରୁ ଉଭାନ...

ଲୋକ ମହୋତ୍ସବ ମଣ୍ଡେଇରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର,୭।୧୨(ସଦାଶିବ ପ୍ରହରାଜ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନବରଙ୍ଗପୁର ଲୋକ ମହୋତ୍ସବ ମଣ୍ଡେଇ ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ...

ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ସମ୍ବଲପୁର,୭।୧: ସମ୍ବଲପୁର ଜିଲା ରେଙ୍ଗାଲି ରମ୍ପେଲା ଛକ ନିକଟରେ ଶନିବାର ଏକ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସଞ୍ଜୀବ କରାଳି ଆହତ ହୋଇଛନ୍ତି।...

ସ୍ତ୍ରୀ କଲେ ସ୍ବାମୀଙ୍କୁ ହତ୍ୟା, ସନ୍ଦେହରେ…

ଗଜପତି,୭।୧୨(ଗିରିଧାରୀ ପରିଛା): ପାରିବାରିକ ହିଂସାକୁ କେନ୍ଦ୍ର କରି ସ୍ତ୍ରୀ କରିଲେ ସ୍ବାମୀଙ୍କୁ ହତ୍ୟା । ଏଭଳି ଏକ ଘଟଣା ଘଟିଛି ପାରଳାଖେମୁଣ୍ଡି ଜଙ୍ଗମସାହିରେ। ପୋଲିସ ଘଟଣାରେ...

ମୁଖ୍ୟମନ୍ତ୍ରୀ ଦେବେ ଉପହାର: ଆସନ୍ତାକାଲି ଚାଷୀଙ୍କ ଖାତାକୁ ଯିବ…

ଭୁବନେଶ୍ୱର,୭।୧୨: ଆସନ୍ତାକାଲିଠୁ ଚାଷୀଙ୍କ ଖାତାକୁ ଯିବ ୮ ଶହ ଟଙ୍କାର ଇନପୁଟ ସହାୟତା। କେନ୍ଦ୍ର ପ୍ରଦତ୍ତ ୨୩୦୦ ସହ ରାଜ୍ୟ ସରକାର ୮୦୦ ଟଙ୍କା ଦେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri