CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୧୮କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଲା

ଭୁବନେଶ୍ୱର,୧୫।୭(ବ୍ୟୁରୋ):  ରାଜ୍ୟରେ ବୁଧବାର ଆଉ ୬୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୬୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୧ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୦୭ ଲୋକାଲ କେସ୍‌ ରହିଛି।
ନୂଆ ୬୧୮ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୪, ବାଲେଶ୍ୱର ୬୧, ଭଦ୍ରକ ୧, ବଲାଙ୍ଗୀର ୨, ବୌଦ୍ଧ ୨, କଟକ ୧୬, ଢେଙ୍କାନାଳ ୨, ଜଗତ୍‌ସିଂହପୁର ୨୬, ଯାଜପୁର ୫, ଝାରସୁଗୁଡ଼ା ୧, କେନ୍ଦ୍ରାପଡ଼ା ୯, କେନ୍ଦୁଝର ୫, ଖୋର୍ଦ୍ଧା ୧୦୭, କୋରାପୁଟ ୧, ମାଲକାନଗିରି ୧୩, ମୟୂରଭଞ୍ଜ ୨୧, ନୟାଗଡ଼ ୧୫, ପୁରୀ ୫, ରାୟଗଡ଼ା ୧, ସମ୍ବଲପୁର ୧୦, ସୁନ୍ଦରଗଡ଼ ୧୫।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୪, ୮୯୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪,୯୩୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୯,୮୬୪ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri