ରାଜ୍ୟରୁ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କୋଭିଡ଼ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨ଲକ୍ଷ ୭୮ ହଜାର ୮୭୭ ଜଣ ସୁସ୍ଥ ହୋଇ ସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଏବଂ ସମ୍ବଲପୁରରୁ ୨ଜଣ ସୁସ୍ଥ ହୋଇଥିବା ବେଳେ ଯାଜପୁର,କନ୍ଧମାଳ ଏବଂ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥିତି ଅଣାୟତ୍ତ: ରେକର୍ଡ ଭାଙ୍ଗୁଛି କରୋନା

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା...

ଘୂର୍ଣ୍ଣିବଳୟ: ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର,...

ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କୁ ଆଶ୍ୱସ୍ତି

ଭୁବନେଶ୍ୱର,୨୫।୨(ବ୍ୟୁରୋ): ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ କରିଛି। ଇନ୍‌ଫୋସିଟି ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୨ଙ୍କ କୋର୍ଟରେ ମାମଲା...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୦୮୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ରାତାରାତି ବ୍ୟବଚ୍ଛେଦକୁ ନେଇ ବିବାଦ

କଟକ ଅଫିସ, ୧୦ା୯:ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସାରେ ଅବହେଳା ଓ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଡାକ୍ତର ଚିକିତ୍ସା ନ କରାଇ ଘରକୁ...

ଯୁଦ୍ଧ କରିବାକୁ ନାହାନ୍ତି ଯୋଦ୍ଧା

ବଇଣ୍ଡା,୨୪ା୫:  କୋଭିଡ୍‌ ବିରୋଧୀ ଯୁଦ୍ଧରେ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସମ୍ମୁଖ ଯୋଦ୍ଧା ସାଜିଛନ୍ତି। ସେମାନଙ୍କୁ ଉପଯୁକ୍ତ ପରିଚାଳନା ଓ ସହଯୋଗ ହିଁ ଏହି ଲଢ଼େଇରେ...

ପରପାରିରେ ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝି

ଭୁବନେଶ୍ୱର,୧୧।୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ଜିଲା ଖଡ଼ିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ମାଝିଙ୍କର ସୋମବାର ବିଳମ୍ବିତ ରାତିରେ ଭୁବନେଶ୍ୱରରେ ପରଲୋକ ଘଟିଛି।...

ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ୍‌: ଜରୁରୀ ନ ଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟର ସମସ୍ତ ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ ଜାରି କରାଯାଇଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଗାଇଡ୍‌ଲାଇନ ଜାରି ହୋଇଛି ।...

Advertisement
Archives

Model This Week