Posted inଖେଳ

ଆହୁରି ୭ ଭାରତୀୟ ବକ୍ସର ସେମିଫାଇନାଲରେ

ନୂଆଦିଲ୍ଲୀ, ୨୧ା୪ (ପି.ଟି.)-ବେବିରୋଜିସାନା ଚାନୁ ୟୁରୋପିଆନ ଚାମ୍ପିୟନ ଆଲେକ୍ସାସ କୁବିକାଙ୍କୁ ହରାଇଦେବା ଫଳରେ ପୋଲାଣ୍ଡର କିଲ୍‌ସିଠାରେ ଚାଲିଥିବା ପୁରୁଷ ଓ ମହିଳା ୟୁଥ୍‌ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ ଭାରତର ଆଉ ୭ ବକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରତିଯୋଗିତାର ୭ମ ଦିବସରେ ବେବିରୋଜିସାନା (୫୧କେଜି)ଙ୍କ ବ୍ୟତୀତ, ଅରୁନ୍ଧତି ଚୌଧାରୀ (୬୯କେଜି), ସାନାମାଚା ଚାନୁ (୭୫କେଜି), ଅଙ୍କିତ ନରଓ୍ବାଲ (୬୪କେଜି), ବିଶାଲ ଗୁପ୍ତା (୯୧କେଜି), ବିଶ୍ୱାମିତ୍ର ଚୋଙ୍ଗଥାମ୍‌ (୪୯କେଜି) ଏବଂ ସଚିନ୍‌ (୫୬କେଜି) ପ୍ରମୁଖ ସେମିଫାଇନାଲରେ ପ୍ରବେଶ କରିବା ଦ୍ୱାରା ଅତିକମ୍‌ରେ ଏକ ବ୍ରୋଞ୍ଜ ପଦକ ନିଶ୍ଚିତ କରିଛନ୍ତି। ଏହି ଚାମ୍ପିୟନଶିପ୍‌ରେ ଭାରତର ୨୦ ଜଣିଆ ଦଳ ଭାଗ ନେଇଛନ୍ତି। ପୂର୍ବରୁ ୬ଷ୍ଠ ଦିବସରେ ଭିନ୍‌କା, ଅଲ୍‌ଫିୟା, ଗୀତିକା ଓ ପୁନମ୍‌ ସେମିଫାଇନାଲରେ ପ୍ରବେଶ କରିସାରିଛନ୍ତି। ଫଳରେ ଭାରତ ୧୧ଟି ପଦକ ନିଶ୍ଚିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri