ବରଗଡ଼ରୁ ପୁଣି ୭୧ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୮୦୦ରେ

ବରଗଡ଼ ଅଫିସ,୨।୧୧: ବରଗଡ ଜିଲାରେ ସୋମବାର ପୁଣି ୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗ ବ୍ଲକର ୩, ଅତାବିରା ବ୍ଲକର ୧, ପଦ୍ମପୁର ବ୍ଲକର ୧୦, ପଦ୍ମପୁର ଏନ୍‌ଏସିର ୯, ଭଟଲି ବ୍ଲକର ୩, ଅମ୍ବାଭୋନା ବ୍ଳକର ୩, ପାଇକମାଲ ବ୍ଲକର ୭, ଗାଇସିଲେଟ ବ୍ଲକର ୧, ସୋହେଲା ବ୍ଲକର ୮, ବିଜେପୁର ବ୍ଲକର ୧୩, ବରପାଲି ବ୍ଳକର ୧, ଝାରବନ୍ଧ ବ୍ଲକର ୧ ଏବଂ ଭେଡେନ ବ୍ଲକର ୭ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮୦୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୭ଜଣକର ମୃତ୍ୟୁ ଘଟିଥିବା ବେଳେ ୮୩୩୮ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟମାନେ ବିଭିନ୍ନ କୋଭିଡ୍‌ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧୀନ ଅଛନ୍ତି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri