ରାଜ୍ୟରୁ ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୭,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କେନ୍ଦ୍ରାପଡାରୁ ସର୍ବାଧିକ ୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯ ଏବଂ ଗଜପତିରୁ ୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଗଞ୍ଜାମରୁ ୮, ବାଲେଶ୍ୱରରୁ ୬, ଖୋର୍ଦ୍ଧାରୁ ୫, କୋରାପୁଟ୍‌ରୁ ୫, କଟକରୁ ୪, କନ୍ଧମାଳରୁ ୪, ସମ୍ବଲପୁରରୁ ୪, ନୟାଗଡ଼ରୁ ୩, ଯାଜପୁରରୁ ୨, ଅନୁଗୋଳରୁ ୧, ମୟୁରଭଞ୍ଜରୁ ୧, ନବରଙ୍ଗପୁରରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ନାମଲେଖା ଅବଧି ମାସେ ବୃଦ୍ଧି

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଅବଧିକୁ ମାସେ ବୃଦ୍ଧି କରାଯାଇଛି। ପୂର୍ବରୁ ମେ’ ୩୧ ସୁଦ୍ଧା...

ଅକ୍ଷୟଙ୍କ କଣ୍ଠଶ୍ୱରକୁ ଜୀବିତ କରିଛନ୍ତି ପ୍ରଦୀପ  

ନୟାଗଡ ଅଫିସ,୨୮ା୬: ଆଧୁନିକ ସଙ୍ଗୀତର ବାଦ୍‌ଶାହା ଅକ୍ଷୟ ମହାନ୍ତି ସିନା ଏ ଦୁନିଆରେ ନାହାନ୍ତି, ହେଲେ ତାଙ୍କର ପ୍ରତ୍ୟେକଟି ଗୀତ ଆଜିବି ଶ୍ରୋତାଙ୍କ ମନରେ ଗୁଞ୍ଜରଣ...

ପଶ୍ଚିମ ଓଡ଼ିଶା ଓକିଲ ଆନ୍ଦୋଳନ ପ୍ରସଙ୍ଗ: କେସ୍‌ ସ୍ଥାନାନ୍ତର ପ୍ରତ୍ୟାହାର କରିବାକୁ ନରସିଂହଙ୍କ ଦାବି

ଭୁବନେଶ୍ୱର,୧୮।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ଓକିଲ ଆନ୍ଦୋଳନ ଯୋଗୁ ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ସମସ୍ତ କେସ୍‌ଗୁଡ଼ିକୁ ଅନ୍ୟ କୋର୍ଟକୁ ସ୍ଥାନାନ୍ତର କରିଛନ୍ତି। ଏହା...

ଅନାବୃଷ୍ଟି ଦାଉ ସାଧିଲାଣି: ମୁଣ୍ଡରେ ହାତଦେଲେଣି ଚାଷୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): କରୋନା ମହାମାରୀ ଅସ୍ତବ୍ୟସ୍ତ କରୁଥିବା ବେଳେ ରାଜ୍ୟରେ ଅନାବୃଷ୍ଟି ଚାଷ ପାଇଁ ଘାତକ ହେଲାଣି। ଜୁଲାଇ ଶେଷ ହେବାକୁ ବସିଥିବା ବେଳେ ରାଜ୍ୟର ଅଧା...

ରାୟଗଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ: କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ରାୟଗଡ଼ା ଅଫିସ,୩।୬: ଓଡ଼ିଶାର ୨୯ଟି ଜିଲାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗ୍ରୀନ୍‌ ଜୋନ୍‌ରେ ରହିଥିଲା ରାୟଗଡ଼ା ଜିଲା ମାତ୍ର ବୁଧବାର ରାୟଗଡ଼ାରୁ ଜଣେ...

ଆଧାର ସାଜିଲା ଅଡ଼ୁଆ, ରାଜ୍ୟ ବୃତ୍ତି ଯୋଜନା ଆବେଦନରୁ ବଞ୍ଚିତ ହେଲେ ୩ ଛାତ୍ରୀ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ଫରକ୍‌ ପଡୁନି ଲକ୍‌ଡାଉନ

ବାଉଁଶୁଣୀ, ୧୦।୫: ବୌଦ୍ଧ ବ୍ଲକ ବାଉଁଶୁଣୀ ଅଞ୍ଚଳରେ ଲୋକେ କରୋନା କଟକଣା ମାନୁନାହାନ୍ତି। ସକାଳ ୬ରୁ ୧୨ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି...

Advertisement
Archives

Model This Week