ଭୁବନେଶ୍ୱରରୁ ଆଜି ପୁଣି ୭୪ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୫୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୯୩୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୭୯୫୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୬୮ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହ ଲଢିବାକୁ ଗରିବଙ୍କୁ ବଣ୍ଟାଗଲା ‘ମୋଦି ଗାମୁଛା’

ବରାଣସୀ,୧୩।୪: କରୋନା ଯୁଦ୍ଧରେ ଜିତିବାକୁ ହେଲେ ମାସ୍କ, ସାନିଟାଇଜର ଆଦି ବ୍ୟବହାର କରିବା ଜରୁରୀ ବୋଲି କୁହାଯାଇଛି। ଏମିତିକି କେତେ ଗୁଡିଏ ରାଜ୍ୟରେ ମାସ୍କ ନ...

ଆସୁଛି ଆଉ ୨ ଲଘୁଚାପ

ଭୁବନେଶ୍ୱର,୫। ୧୦(ବ୍ୟୁରୋ): ଆସନ୍ତା ୧୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ୩ ଦିନ ପରେ...

ପ୍ରେମିକଙ୍କ ବିବାହ ଅନ୍ୟତ୍ର ଠିକ ହେବାକୁ ନେଇ ପ୍ରେମିକାଙ୍କ ଷଡଯନ୍ତ୍ର: ଘର ନିକଟକୁ ଡାକି କଲେ ଏସିଡ୍‍ ମାଡ

କଟକ ଅଫିସ,୨୭।୧୧- ଜଗତପୁର ଥାନା ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମରେ ବିଫଳ ହେବା ପରେ ପ୍ରେମିକା ପ୍ରତିଶୋଧ...

ହିମାଂଶୁଙ୍କ କିଡ୍‌ନୀ ଠକେଇ ର଼୍ୟାକେଟ: ସହଯୋଗ କରୁଥିଲେ ଦୁଇ ବନ୍ଧୁ, ବାଜ୍ୟାପ୍ତ ହେବ ସମ୍ପତ୍ତି

ଭୁବନେଶ୍ୱର,୧୭ା୧(ବ୍ୟୁରୋ): କିଡ୍‌ନୀ ନାଁରେ ବହୁ କୋଟି ଠକେଇ ର଼୍ୟାକେଟର ମାଷ୍ଟରମାଇଣ୍ଡ୍‌ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଶନିବାର...

ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ

ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ...

ରାଜ୍ୟରେ ୨୧୦ କରୋନା ପଜିଟିଭ ଚିହ୍ନଟ, ୧ ମୃତ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ନୂଆ ୨୧୦ କରୋନା ପଜିଟିଭ...

କେଉଁଠି ପାଳିବେ ରଜ

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ପାଖେଇ ଆସିଛି ରଜ। ପୋଡ଼ପିଠାରୁ ଆରମ୍ଭ କରି ରଜ ପାନଖିଆ ଓ ରଜ ଦୋଳି ଖେଳ, ଯାହାର ଅପେକ୍ଷା ରହିଥାଏ ପ୍ରତି ଓଡ଼ିଆ ଘରେ। ପର୍ବକୁ...

ଟକ୍‌ ବାଇକ୍‌ ମୁହାଁମୁହିଁ, ଜଣେ ମୃତ

କାଳିଆପାଣି,୧୨ା୯(ଡି.ଏନ୍‌.ଏ.): କାଳିଆପାଣି ଥାନା ଅନ୍ତର୍ଗତ କଂସ ଛକଠାରେ ବୁଧବାର ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କଂସ ପଞ୍ଚାୟତର ଦୁର୍ଯ୍ୟୋଧନ...

Advertisement
Archives

Model This Week