ଭୁବନେଶ୍ୱରରୁ ଆଜି ପୁଣି ୭୪ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୫୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୯୩୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୭୯୫୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୬୮ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଖାଦ୍ୟ, ଅସୁବିଧାରେ ବାହାର ରାଜ୍ୟର ଶ୍ରମିକ

କେନ୍ଦୁଝର, ୧ା୪ (ସ୍ବ.ପ୍ର.): ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଘୋଷଣା ପରେ ଜିଲା ଓ ରାଜ୍ୟ ସୀମା ସିଲ କରାଯାଇ ଯାତାୟାତ...

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଶୁକ୍ରବାର ପଶ୍ଚିମ ଦ୍ୱାର ପଟୁ ବିଡିଏ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଦ୍ୱାରା ଉଚ୍ଛେଦ ଚାଲିଛି।...

କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ଚିଠି ଲେଖିଲେ ଏସ୍‌ପି

ଜଗତ୍‌ସିଂହପୁର ଅଫିସ,୧୫ା୭: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ(୩୦) ଓ ତାଙ୍କ ପ୍ରେମିକା ତଥା ଜଗତ୍‌ସିଂହପୁର ଥାନା ଦେଉଳୀ ଗ୍ରାମେଶ୍ୱର ଗଁାର ସଂଗ୍ରାମ କେଶରୀ ଦାଶଙ୍କ...

ଆଇଏଏସ୍‌ ଅଫିସର ବିଜୟ ଆରୋରାଙ୍କ ସ୍ବେଚ୍ଛାକୃତ ଅବସର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ୧୯୯୧ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ବିଜୟ ଆରୋରାଙ୍କ ସ୍ବେଚ୍ଛାକୃତ ଅବସରକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ସେ ସାଧାରଣ ପ୍ରଶାସନ ଓ...

ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଜାରି କରାଯିବା ପରେ ଚର୍ଚ୍ଚାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ।...

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ବାଲିଗୁଡା,୧୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପାତ୍ରସାହି ନିକଟରେ ଚଳିତ ମାସ ୧୦ ତାରିଖରେ ବାଟାଗୁଡାର ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ...

ବୁଲ୍‌ବୁଲ୍‌ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌ ଆଜି ସନ୍ଧ୍ୟାରେ ରାଜ୍ୟ ଅଧିକାରୀଙ୍କ ସହ ବୈଠକ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ରାଜ୍ୟର ୬ଟି ଜିଲାରେ ବ୍ୟାପକ କ୍ଷତି ହୋଇଥିବା ଜଣାପଡିଛି। ବାତ୍ୟାରେ ରାଜ୍ୟରେ କ୍ଷୟକ୍ଷତି ଆକଳନ ସକାଶେ କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟ...

ବିଜେଡିର ୮ ନୂତନ ସହପର୍ଯ୍ୟବେକ୍ଷକ

ଭୁବନେଶ୍ୱର,୮।୨(ବ୍ୟୁରୋ): ବିଜେଡି ପକ୍ଷରୁ ରବିବାର ସୁନ୍ଦରଗଡ ଜିଲା ସହିତ ୭ଟି ନିର୍ବାଚନମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି। ଏହି ୮ ନବନିଯୁକ୍ତ ସହପର୍ଯ୍ୟବେକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week