ପୁଣି ୯ ସ୍କୁଲ୍‌ ଗାଡ଼ିକୁ ଜରିମାନା

ବାରିପଦା ଅଫିସ,୨୪।୪: ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଘରୋଇ ଶିକ୍ଷାନୁଷ୍ଠାନ ଯାନବାହାନଗୁଡ଼ିକର ଯାଞ୍ଚ ଚାଲିଛି। ଯାଞ୍ଚର ତୃତୀୟ ଦିନରେ ମୟୂରଭଞ୍ଜ ଜିଲାର ୯ଟି ଘରୋଇ ଶିକ୍ଷାନୁଷ୍ଠାନର ଯାନ ଉପରେ ଜରିମାନା କରାଯାଇଛି। ସେଥିମଧ୍ୟରେୁ ୩ଟି ବସ୍‌, ୩ଟି ହାଲୁକା ଯାନ ଓ ୩ଟି ଅଟୋ ରିକ୍‌ସା ରହିଛି। ଏଗୁଡ଼ିକ ମଧ୍ୟରୁ ୬ଟିର ଫିଟନେସ୍‌ ଅନୁମତି ପତ୍ର ନ ଥିବା ବେଳେ ୪ଟିର ପରମିଟ୍‌ ଓ ୪ଟିର ବୀମା ଅବଧି ଶେଷ ହୋଇଥିବା ଜଣାପଡ଼ିଛି। ସେହିପରି ୩ଟି ଯାନର ପ୍ରଦୂଷଣ ପ୍ରମାଣପତ୍ର ନ ଥିବା ବେଳେ ଜଣେ ଚାଳକଙ୍କର ଲାଇସେନ୍ସ ନ ଥିବାରୁ ଜରିମାନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri