ଭଦ୍ରକରୁ ପୁଣି ୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୧।୯: ଭଦ୍ରକ ଜିଲାରୁ ମଙ୍ଗଳବାର ୯୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୭କୁ ବୃଦ୍ଧି ପାଇଛି। ତେବେ ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଜିଲାର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୭୬ ଜଣ ସୁସ୍ଥ ହୋଇଥିବା ବେଳେ ୬୪୩ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା କୋଇଲା ବୋଝେଇ ଟ୍ରଲର୍‌

ହରଭଙ୍ଗା, ୭।୯(ଡି.ଏନ.ଏ.): ବୌଦ୍ଧ ଜିଲା ଦେଇ ଯାଇଥିବା ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ମାର୍ଦିଙ୍ଗ ନିକଟରେ ସୋମବାର ସକାଳୁ ଏକ...

ପୂର୍ବ ଶତ୍ରୁତାରୁ ଆକ୍ରମଣ: ଖଣ୍ଡା ଚୋଟରେ ଯୁବକ ମୃତ, ଜଣେ ଅଟକ

କବିସୂର୍ଯ୍ୟନଗର,୧୪ା୧୦-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ କନିଆରୀ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ରକରି ସାଙ୍ଗଙ୍କ ଖଣ୍ଡା ଚୋଟରେ...

ବିଜେଡି, କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ଶୁକ୍ରବାର ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛନ୍ତି। ପୂର୍ବରୁ ଭାଜପା ନିଜର ଷ୍ଟାର କ୍ୟାମ୍ପେନର...

ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ

ଫୁଲବାଣୀ ଅଫିସ, ୩୧ା୧୨- ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ ତାରିଖରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍‌ଭାବନା...

ଶ୍ରମିକଙ୍କ ପାଇଁ ପୁଣି ଡ୍ରାଇଭର ସାଜିଲେ ମନ୍ତ୍ରୀ ସୁଶାନ୍ତ ସିଂ

ସୋହେଲା,୯ା୫(ଡି.ଏନ.ଏ.): କିଛି ଦିନ ତଳେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଶ୍ରମିକମାନଙ୍କ ପାଇଁ ନିଜେ ଡ୍ରାଇଭର ସାଜି ରାତିରେ ସୋନପୁର...

ଟ୍ରକ୍‌ ଧକ୍କାରେ ଛାତ୍ରୀ ଗୁରୁତର: ଟ୍ରକ୍‌ ସହ ଡ୍ରାଇଭର ଅଟକ, ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୨୦।୯: ଅନୁଗୋଳ ଜିଲା କୁମଣ୍ଡ-ଜରାସିଂହା ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନରେ ଟ୍ରକ୍‌ ଧକ୍କାରେ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ସେ ହେଲେ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ବଗାଁ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମ...

କୃତ୍ରିମ ହ୍ରଦ ପାଲଟିଛି ଚୋରଦା କାଳୀ ମେଲଣ ପଡିଆ

ଯାଜପୁର ରୋଡ,୩୦-୮(ନି.ପ୍ର.)- ବ୍ୟାସନଗର ପୌର ପରିଷଦର ୯ ନମ୍ବର ୱାର୍ଡରେ ଥିବା କାଳୀ ମେଲଣ ପଡ଼ିଆ ଶୋଚନୀୟ ହୋଇପଡିଛି। ଏହା ସହରର ମୁଖ୍ୟ ପଡିଆ ହୋଇଥିବାରୁ...

Advertisement
Archives

Model This Week