Posted inଜାତୀୟ

ମୋରବିରେ ପୁଣି ଏକ ଦୁର୍ଘଟଣା, ଖସିଲା ନବ ନିର୍ମିତ ମେଡିକାଲ କଲେଜ ସ୍ଲାବ

ମୋରବି,୯।୩: ଗୁଜୁରାଟର ମୋରବିରେର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ନିର୍ମାଣାଧୀନ ମେଡିକାଲ କଲେଜ ବିଲ୍ଡିଂର ଏକ ଅଂଶ ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ୫ଜଣ କର୍ମଚାରୀ ଆହତ ହୋଇଛନ୍ତି। ଜଣେ ଅଧିକାରୀ କହିଛନ୍ତି ଯେ ଶୁକ୍ରବାର ରାତି ପ୍ରାୟ ୮ଟାରେ ନୂତନ କୋଠାର ପ୍ରଥମ ମହଲାରେ କାମ କରିବା ସମୟରେ ଏହି ଘଟଣା ଘଟିଛି। କଲେଜ ଅଧିକାରୀଙ୍କ ସମେତ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା। ଜଣେ ଶ୍ରମିକ ଆବର୍ଜନା ତଳେ ଫସି ରହିଛନ୍ତି, ତାଙ୍କୁ ବଞ୍ଚାଇବା ପାଇଁ ଅପରେସନ ଚାଲିଛି।

ମୋରବି ଅଗ୍ନିଶମ ଅଧିକାରୀ ଦେବେନ୍ଦ୍ର ସିଂ ଜାଡେଜା କହିଛନ୍ତି ଯେ ରାତି ପ୍ରାୟ ୮ ଟା ସମୟରେ ଅଗ୍ନିଶମ କେନ୍ଦ୍ରରେ ଏକ କଲ ଆସିଥିଲା। ମେଡିକାଲ କଲେଜର ଏକ ପାର୍ଶ୍ୱ ସ୍ଲାବ ଭୁଶୁଡି ପଡିଥିବା କଲରେ ସୂଚନା ଦିଆଯାଇଥିଲା। ଆମ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ୪ଜଣଙ୍କୁ ଉଦ୍ଧାର କରିଥିଲେ। ଜଣେ ବ୍ୟକ୍ତି ତଥାପି ଫସି ରହିଥିଲେ। କେବଳ ତାଙ୍କ ଚେହେରା ଦେଖାଯାଉଥିଲା। ତାଙ୍କର ସମ୍ପୂର୍ଣ୍ଣ ଶରୀର ସ୍ଲାବ ଏବଂ କଂକ୍ରିଟ ମଧ୍ୟରେ ଫସି ରହିଛି । ସକାଳ ପ୍ରାୟ ୩ଟା ବେଳେ ଆମେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri