Posted inଜାତୀୟ

ଦିଲ୍ଲୀ ହିଂସାକାଣ୍ଡର ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୦।୨: ନୂତନ କୃଷି ଆଇନ ବିରୋଧରେ ଜାନୁୟାରୀ ୨୬ରେ ହୋଇଥିବା ହିଂସା ମାମଲାରେ ପୋଲିସ ବୁଧବାର ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଇକବାଲ ସିଂହ। ମଙ୍ଗଳବାର ରାତିରେ ପଞ୍ଜାବର ହୋଶିୟାରପୁରରୁ ଦିଲ୍ଲୀ ପୋଲିସ ତାଙ୍କୁ ଗିରଫ କରିଛି। ଇକବାଲଙ୍କ ଗିରଫଦାରୀ ଉପରେ ୫୦ହଜାର ଟଙ୍କାର ପୁରସ୍କାର ରଖାଯାଇଥିଲା। ଏହା ପୂର୍ବରୁ ମଙ୍ଗଳବାର ପୋଲିସର ସ୍ପେଶାଲ ସେଲ୍‌ ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପ ସିଦ୍ଧୁଙ୍କୁ ଗିରଫ କରିଥିଲା। ଦୀପ ସିଦ୍ଧୁଙ୍କ ଉପରେ ୧ଲକ୍ଷ ଟଙ୍କାର ପୁରସ୍କାର ରାଶି ଧାର୍ଯ୍ୟ ହୋଇଥିଲା। ଅଧିକ ପଚରାଉଚୁରା ପାଇଁ ଦିଲ୍ଲୀ ପୋଲିସ ଦୀପ ସିଦ୍ଧୁଙ୍କୁ ୭ ଦିନିଆ ରିମାଣ୍ଡରେ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri