ଇମ୍ରାନଙ୍କ ଉପରେ ପୁଣିଥରେ ହୋଇପାରେ ମରଣାନ୍ତକ ଆକ୍ରମଣ, ଗୁଇନ୍ଦା ରିପୋର୍ଟ ଅନୁଯାୟୀ ସୂଚନା ଦେଲେ ବିଚାରପତି

ଇସଲାମାବାଦ,୧୯ ।୧୧: ପାକିସ୍ତାନ ଇସଲାମାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଶୁକ୍ରବାର କହିଛନ୍ତି, ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଉପରେ ପୁଣିଥରେ ମରଣାନ୍ତକ ଆକ୍ରମଣ ହୋଇପାରେ । ଗୁଇନ୍ଦା ରିପୋର୍ଟର ସୂଚନା ଆଧାରରେ ସେ ଏହା କହିଛନ୍ତି । ଏହା ସରକାରଙ୍କ ଦାୟିତ୍ୱ ଯେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଉପରେ ଆସୁଥିବା ବିପଦକୁ ସେ ଗୁରୁତର ଭାବେ ଚିନ୍ତା କରନ୍ତୁ ।
ମୁଖ୍ୟ ବିଚାରପତି ଆମିର ଫାରୁକ ପାକିସ୍ତାନର ତେହରିକ-ଏ-ଇନସାଫ(ପିଟିଆଇ)ର ଲଙ୍ଗ ମାର୍ଚ୍ଚ ବିରୋଧରେ ବ୍ୟବସାୟୀଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଏକ ଅଭିଯୋଗର ଶୁଣାଣି କରିବା ସମୟରେ ସେ ଏହା କହିଛନ୍ତି । ବ୍ୟବସାୟୀମାନେ ସଡ଼କ ବନ୍ଦ ହୋଇଥିବା ସମ୍ପର୍କରେ ଅଭିଯୋଗ ଦାଖଲ କରିଥିଲେ ।
ପାକିସ୍ତାନର ଏକ ପ୍ରମୁଖ ଖବରକାଗଜ କହିଛି କୋର୍ଟକୁ ଦିଆଯାଇଥିବା ଗୁଇନ୍ଦା ରିପୋର୍ଟ ଅନୁଯାୟୀ ବିଚାରପତି ଇମ୍ରାନଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇପାରେ ବୋଲି ଅନୁମାନ କରିଛନ୍ତି । ବିଚାରପତି କହିଛନ୍ତି ଏହି ମାମଲକୁ ଦେଖିବା ସରକାର ତଥା ରାଜ୍ୟର ଦାୟିତ୍ୱ ।


Enter your email to get our daily news in your inbox.

All Right Reserved By Dharitri.Com

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri