ବରଗଡ଼ରେ ଆଉ ଏକ ବଳଙ୍ଗା କାଣ୍ଡ: ପେଟ୍ରୋଲ ଢାଳି ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ, ଖେଳପଡ଼ିଆରୁ ମିଳିଲା…

ବରଗଡ଼,୧୧ା୮(ପ୍ରେମାନନ୍ଦ ଖମାରୀ): ବାଲେଶ୍ୱର, ବଳଙ୍ଗା, କେନ୍ଦ୍ରାପଡ଼ା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ଥାନା ଅନ୍ତର୍ଗତ ଫିରିଙ୍ଗିମାଲ ଗ୍ରାମରୁ ସୋମବାର ସକାଳେ ଏକ ଲୋମ ଟାଙ୍କୁରା ଘଟଣା ଘଟିଛି। ଜଣେ ୧୩ ବର୍ଷୀୟା ନାବାଳିକା ଘରଠାରୁ ଅନତିଦୂରରେ ରହିଥିବା ଖେଳପଡ଼ିଆ ମଝିରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗାଇସିଲେଟ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଛନ୍ତି। ତେବେ ଆତ୍ମହତ୍ୟା ଉଦ୍ୟମର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ନାବାଳିକା ଜଣକ ନିଜ ମାମୁ ଘରେ ରହୁଥିବା ବେଳେ ତାଙ୍କ ବାପା ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri