ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌ କଲେଜ ମୃତ ଛାତ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବ କଂଗ୍ରେସ। ପିସିସି ସଭାପତି ଭକ୍ତ ଚରଣ ଦାସ ଘୋଷଣା କରି କହିଛନ୍ତି, ସୌମ୍ୟାଶୀଙ୍କ ପାଇଁ କଂଗ୍ରେସ ପାଳିବ ଶ୍ରଦ୍ଧାଞ୍ଜଳି ଦିବସ। କଂଗ୍ରେସ, ବାମ ଦଳ ସମେତ ୮ଟି ଦଳ ପାଳିବ ବୋଲି ସୂଚନା ଦେଇଛନ୍ତି ଭକ୍ତ। ସମସ୍ତ ଶିକ୍ଷାନୁଷ୍ଠାନରେ ୨ ମିନିଟ୍‌ ନୀରବ ପ୍ରାର୍ଥନା ପାଇଁ ପିସିସି ସଭାପତି ଅପିଲ କରିଛନ୍ତି।

ଅନ୍ୟପଟେ ଛାତ୍ରୀ ମୃତ୍ୟୁ ଘଟଣାରେ କଲେଜରେ ତଦନ୍ତକାରୀ ଟିମ ପହଞ୍ଚିଛନ୍ତି। ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଟିମ ପହଞ୍ଚିଛି। କଲେଜ ICC ସଦସ୍ୟଙ୍କୁ ପଚରାଉଚରା ପାଇଁ ପହଞ୍ଚିଥିବା ସୂଚନା ରହିଛି। ICC ସଦସ୍ୟଙ୍କୁ କ୍ରାଇମବ୍ରାଞ୍ଚ ଟିମ ପଚରାଉଚରା କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri