ପୁଣି ବଡ଼ ଅଘଟଣ: ମଝି ଆକାଶରୁ ବିମାନ ଗାଏବ

ମସ୍କୋ,୨୪।୭: ଉଡ଼ାଣ ଭରିବା ପରେ ଏକ ରୁଷିଆନ ଯାତ୍ରୀବାହୀ ବିମାନ ମଝି ଆକାଶରେ ନିଖୋଜ ହୋଇଯାଇଛି। ଏକ ରିପୋର୍ଟ ଅନୁଯାୟୀ, ବିମାନଟି ୫୦ ଜଣ ଲୋକଙ୍କୁ ନେଇ ଚାଇନା ସୀମାନ୍ତ ଆମୁର ଅଞ୍ଚଳର ଟିଣ୍ଡା ସହର ଅଭିମୁଖେ ଯାଉଥିଲା, କିନ୍ତୁ ମଝି ରାସ୍ତାରେ ଏହା ବିମାନ ଟ୍ରାଫିକ ନିୟନ୍ତ୍ରଣ ସହିତ ଯୋଗାଯୋଗ ହରାଇ ଦେଇଛି। ବର୍ତ୍ତମାନର ସୂଚନା ଅନୁଯାୟୀ, ବିମାନରେ କ୍ରୁ ସଦସ୍ୟଙ୍କ ସହିତ ଯାତ୍ରୀମାନେ ମଧ୍ୟ ଅଛି।

ଗୁରୁବାର ରୁଷିଆର An-24 ଯାତ୍ରୀବାହୀ ବିମାନ ନିଖୋଜ ହୋଇଗଲା ଏବଂ ଖୋଜାଖୋଜି ଚାଲିଛି, କିନ୍ତୁ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ସ୍ଥାନୀୟ ଜରୁରୀକାଳୀନ ମନ୍ତ୍ରଣାଳୟ କହିଛି ଯେ, ରୁଷିଆନ ଏୟାରଲାଇନ୍ସ ଅଙ୍ଗାରାର ଏହି ଯାତ୍ରୀବାହୀ ବିମାନଟି ହଠାତ୍‌ ରାଡାର ସ୍କ୍ରିନରୁ ନିଖୋଜ ହୋଇଗଲା ଏବଂ ଏପର୍ଯ୍ୟନ୍ତ ସଂଯୋଗ ହୋଇପାରି ନାହିଁ। ବିମାନରେ ପାଞ୍ଚ ଜଣ ପିଲା ଏବଂ ଛଅ ଜଣ କ୍ରୁ ସଦସ୍ୟ ସମେତ ୪୩ଜଣ ଯାତ୍ରୀ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri