ଆସୁଛି ପୁଣି ଏକ ବଡ଼ ଲଘୁଚାପ: ୨୪ ତାରିଖ ବେଳକୁ…

ଭୁବନେଶ୍ୱର,୧୮।୭: ଆସୁଛି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଲଘୁଚାପ ଘନିଭୂତ ହେବା ନେଇ ସ୍ପଷ୍ଟ ସୂଚନା ଜଣାପଡିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ୟପକ୍ଷେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏପରିକି ୨୪ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ଜିଲାରେ ବଜ୍ରପାତ ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ଝଟ୍‌କା ପବନର ବେଗ ୩୦ରୁ ୪୦ କିଲୋମିଟର ରହିପାରେ। ଏହି ସବୁ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri