ଚାଇନାକୁ ପୁଣି ବଡ଼ ଝଟ୍‌କା: ୨୫୦୦ ୟୁଟ୍ୟୁବ୍‌ ଚ୍ୟାନେଲ ଡିଲିଟ୍‌

ଓ୍ବାଶିଂଟନ୍‌, ୬।୮: ଚାଇନାକୁ ପୁଣି ଏକ ବଡ଼ ଝଟ୍‌କା ଲାଗିଛି। ଗୁଗଲ ପକ୍ଷରୁ ଚାଇନାର ୨୫୦୦ ୟୁଟ୍ୟୁବ୍‌ ଚ୍ୟାନେଲ୍‌କୁ ଡିଲିଟ୍‌ କରିଛି। ଏପ୍ରିଲ୍‌ରୁ ଜୁନ୍‌ ମାସ ମଧ୍ୟରେ ଗୁଗଲ ପକ୍ଷରୁ ଏଭଳି କରାଯାଇଛି। ଏନେଇ ଗୁଗଲର ତ୍ରୟମାସିକ ରିପୋର୍ଟରେ ତଥ୍ୟ ପ୍ରକାଶ ପାଇଛି। ଏହି ଚ୍ୟାନେଲ୍‌ ଗୁଡ଼ିକ ଭ୍ରମାତ୍ମକ ସୂଚନା ପ୍ରସାରିତ କରୁଥିବା ଜଣାପଡ଼ିବା ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଥିଲା। ସ୍ପେମୀ ଏବଂ ନନ୍‌-ପଲ୍ଟିକାଲ କଣ୍ଟେଟ୍‌ ମାଧ୍ୟମରେ ଏଭଳି ସୂଚନା ପ୍ରସାରିତ କରାଯାଉଥିଲା। ଅଭିଯୋଗ ସତ୍ୟ ପ୍ରମାଣିତ ହେବାପରେ ଗୁଗଲ ପ୍ଲାଟର୍ଫମରୁ ଏସବୁ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଗୁଡ଼ିକୁ ଡିଲିଟ୍‌ କରି ଦିଆଯାଇଛି। ତେବେ ଗୁଗଲର ଏହି ପଦକ୍ଷେପ ନେଇ ଚାଇନା ଦୂତାବାସ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷ୍‌ର ୭୫ ତମ ବିଜୟ ଦିବସ: ଯୋଗଦେଲେ ରାଜନାଥ, ଚାଇନା ସୈନ୍ୟଙ୍କ ସହିତ ପରେଡ କଲେ ଭାରତୀୟ ସେନା

ମସ୍କୋ,୨୪।୬: ରୁଷ୍‌ର ୭୫ ତମ ବିଜୟ ଦିବସରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇଛନ୍ତି। ଏହି ଉତ୍ସବରେ ଭାରତ ଚାଇନା ସମେତ ୧୯ଟି ଦେଶର...

ସ୍ଥାନୀୟ ଇସ୍ପାତ ଶିଳ୍ପକୁ ମିଳିବ ପ୍ରାଥମିକତା

ଭୁବନେଶ୍ୱର,୫।୧୦(ବ୍ୟୁରୋ) ରାଜ୍ୟରେ ରହିଥିବା ଖଣିଗୁଡ଼ିକରେ ଉତ୍ପାଦିତ ଲୁହା ପଥର ରାଜ୍ୟ ବାହାରେ ବିକ୍ରି ହେଉଥିବାରୁ ଏହାକୁ ନେଇ ସ୍ଥାନୀୟ ଇସ୍ପାତ ଶିଳ୍ପଗୁଡିକ ଆଶଙ୍କାରେ ରହିଥିଲେ। ଏହି...

ଭାରତରୁ ଆସୁଥିବା ଲୋକଙ୍କ ପ୍ରତି ରୋକ ଲଗାଇଲା ଏହି ଦେଶ, କହିଲା ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

କାନ୍‌ବେରା,୨।୫: ଭାରତରେ ବର୍ତ୍ତମାନ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ଲକ୍ଷଲକ୍ଷ ନୂଆ ମାମଲା ସାମ୍ନାକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି ବିଶ୍ୱର କେତେକ ଦେଶ ନିଜ...

ପାଶ୍ଚାତ୍ୟରେ ‘ଅଣୁ ଅସ୍ତ୍ର’ ଛନକା

ମସ୍କୋ/କିଭ୍‌,୭ା୧୧: ୟୁକ୍ରେନ୍‌ ଉପରେ ଆକ୍ରମଣ କରି ହରଡ଼ଘଣାରେ ପଡ଼ିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ନିକଟରେ ତାଙ୍କ ଫ୍ରାନ୍ସ ପ୍ରତିପକ୍ଷ ଇମାନ୍ବେଲ ମାକ୍‌ରଁଙ୍କ ସହ କଥା...

ଆଇଜିଡିଟିୟୁଡବ୍ଲ୍ୟୁ ସହ ସିଜିୟୁର ରାଜିନାମା

ଭୁବନେଶ୍ୱର,୨୪।୧୨: ସି. ଭି. ରମଣ ଗ୍ଲୋବାଲ ୟୁନିର୍ଭସିଟି (ସିଜିୟୁ) ଓ ଇନ୍ଦିରା ଗାନ୍ଧୀ ଦିଲ୍ଲୀ ଟେକ୍ନିକାଲ ୟୁନିର୍ଭସିଟି ଫର୍‌ ଓମେନ (ଆଇଜିଡିଟିୟୁଡବ୍ଲ୍ୟୁ) ମଧ୍ୟରେ ଏକ ବୁଝାମଣାପତ୍ର...

ତାଲିବାନର କ୍ଷମତା ଦଖଲ ପରେ ମହିଳା ରିପୋର୍ଟର ବଦଳାଇଲେ ନିଜ ଡ୍ରେସ୍‌ କୋଡ୍‌…

କାବୁଲ,୧୭।୮: ଆଫଗାନିସ୍ତାନରେ ତାଲିବାନ କ୍ଷମତା ଦଖଲ ପରେ ମହିଳାମାନେ ଭୟଭୀତ ହୋଇପଡ଼ିଛନ୍ତି। ସେଠାରେ କାର୍ଯ୍ୟ କରୁଥିବା ଆମେରିକାର ଜଣେ ମହିଳା ଟିଭି ରିପୋର୍ଟର କ୍ଷମତା ଦଖଲର...

ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତାଲିକାରେ ତଳକୁ ଖସିପାରନ୍ତି ଏଲନ ମସ୍କ

ୱାଶିଂଟନ,୮ ।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତାଲିକାର ଏକ ନମ୍ବରରେ ଥିବା ଏଲନ ମସ୍କ ଏବେ ଏହାକୁ ହରାଇ ପାରନ୍ତି ବୋଲି କୁହାଯାଉଛି ।...

ଏୟାର ଷ୍ଟ୍ରାଇକ୍‌ରେ ଗଡ଼ିଲା ୮ ଆତଙ୍କବାଦୀଙ୍କ ମୁଣ୍ଡ

ହେଲମଣ୍ଡ,୨୩।୨: ଆଫଗାନିସ୍ତାନରେ ମିଳିତି ସୁରକ୍ଷାକର୍ମୀଙ୍କ ଏୟାର ଷ୍ଟ୍ରାଇକ୍‌ରେ ୮ ତାଲିବାନ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ହେଲମଣ୍ଡ ପ୍ରଦେଶର ଦକ୍ଷିଣରେ ଥିବା ନହର-ଇ-ସରାଜ ଜିଲାରେ ଥିବା ଆତଙ୍କବାଦୀ...

Advertisement
Archives

Model This Week