ସୁଭଦ୍ରାକୁ ନେଇ ପୁଣି ବଡ଼ ଅପଡେଟ୍‌, ଘରେ ଗାଡି ଥିଲେ…

ଭୁବନେଶ୍ୱର,୩୦।୭: ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ ହୋଇଥିବା ଯୁବତୀ/ମହିଳା କରିପାରିବେ ଆବେଦନ।

ସୂଚନାନୁସାରେ ପ୍ରଥମ କିସ୍ତି ନେଲା ପରେ କିଏ ଆଇଟି ରିଟର୍ଣ୍ଣ ଭରିଛି ତ ଆଉ କିଏ ଗାଡ଼ି କିଣିଥିବା ଜଣା ପଡିଛି। ଏହାର ସର୍ଭେ ହେବ, ତଥ୍ୟ ସଠିକ ଥିଲେ ଆଉ ସୁଭଦ୍ରା ଟଙ୍କା ମିଳିବ ନାହିଁ ବୋଲି କହିଛନ୍ତି ପ୍ରଭାତୀ ପରିଡା। ଏପରିକି କି ୯୩ ହଜାର ମହିଳା ଯାହାଙ୍କୁ ୬୦ ବର୍ଷ ହୋଇଛି ସେମାନେ ସିଧାସଳଖ sspd ଜରିଆରେ ଭତ୍ତା ପାଇଁ ବିବେଚିତ ହୋଇଛନ୍ତି।

ଅଗଷ୍ଟ ୯ରେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଦୁଇଟି କିସ୍ତିରେ ମୋଟ ୧୦ ହଜାର ଟଙ୍କା ପାଇସାରିଛନ୍ତି ୧ କୋଟିରୁ ଅଧିକ ହିତାଧିକାରୀ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯେଭଳି ଭାବେ ସୁଭଦ୍ରା ପହଞ୍ଚିବ ସେ ନେଇ ଯୋଜନାକୁ କ୍ରିୟନ୍ବୟନ କରିବାକୁ ଲଗାତାର ଭାବେ ପ୍ରୟାସ କରିଛନ୍ତି ସରକାର।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri